ମାଲବୀୟ ମିଶନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ: ୧୫ ଲକ୍ଷ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ ଦକ୍ଷତା ବୃଦ୍ଧି…
ଦିଲ୍ଲୀ: ୧୫ ଲକ୍ଷ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କର ଦକ୍ଷତା ବଢିବ । ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କର ଦକ୍ଷତା ବିକାଶ ପାଇଁ ଗୁରୁ ଦିବସ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀଠାରେ ଦେଶବ୍ୟାପୀ…