ପ୍ରଥମଥର ପାଇଁ ତାଳଚେରରେ “ମିସ୍, ମିଷ୍ଟର ଏବଂ ମିସେସ୍ ତାଳଚେର” ରନୱେ
ତାଳଚେର : ସାରା ଓଡ଼ିଶାରେ ଏକ ଦଂଶନ୍ଧି ଧରି ସାଇନିଂ ରକର୍ସ ଏକାଡେମୀ ପକ୍ଷରୁ ବିଭିନ୍ନ ପ୍ରକାରର ରନୱେ ଏବଂ ଫେସନ୍ ସୋ କରାଯାଉଛି । ଚଳିତବର୍ଷ ପ୍ରଥମଥର ପାଇଁ ତାଳଚେରରେ "ମିସ୍, ମିଷ୍ଟର ଏବଂ ମିସେସ୍ ତାଳଚେର" ରନୱେ ପଞ୍ଚାୟତ ସଭାଘରେ ଅନୁଷ୍ଠିତ ହୋଇଯାଇଛି । ଏହି ରନୱେରେ ତାଳଚେର,…