Latest Odisha News

BREAKING NEWS

ଧରାପଡ଼ିଲେ ୪ ନକଲି ପରୀକ୍ଷାର୍ଥୀ, ଏନ୍‌ଆଇଟି କନିଷ୍ଠ ସହାୟକ ନିଯୁକ୍ତି ପରୀକ୍ଷା ଦେବାକୁ ଆସି ଅଟକ

ରାଉରକେଲା: ପରୀକ୍ଷା ସେଣ୍ଟରରୁ ୪ ନକଲି ପରୀକ୍ଷାର୍ଥୀ ଅଟକ। ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି) ରାଉରକେଲାରେ ନକଲି ଆଡ୍‌ମିଟ୍‌ କାର୍ଡ ଦେଖାଇ ପରୀକ୍ଷା ଦେବା ବେଳେ ୪ ଜଣ ପରୀକ୍ଷାର୍ଥୀ ଧରା ପଡ଼ିଛନ୍ତି। ଏହି ଚାରି ଅଭିଯୁକ୍ତ ହେଲେ ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର ଏବଂ…

ପ୍ରତିଦିନ ଜଙ୍କଫୁଡ୍ ଖାଉଥିଲେ ହୋଇଯାଆନ୍ତୁ ସାବଧାନ ! ହୋଇପାରେ ଏଭଳି ସମସ୍ୟା

ଭୁବନେଶ୍ଵର: ଆଜିକାଲି ପିଲାଠୁ ବୁଢା ସଭିଏଁ ଜଙ୍କଫୁଡ୍ ଖାଇବା ପାଇଁ ପାଗଳ । ବଦଳୁଥିବା ଲାଇଫ ଷ୍ଟାଇଲର କାରଣରୁ ଆମର ଖାଇବା ପିଇବାରେ ମଧ୍ୟ ବହୁତ କିଛି ବଦଳି ଯାଇଛି । ସମୟର ଅଭାବ କାରଣରୁ ଲୋକେ ବହୁତ ଜଙ୍କଫୁଡ୍ ଖାଉଥିବା ଦେଖାଯାଉଛି। ଏହା ଖାଇବାକୁ ବହୁତ ସ୍ଵାଦିଷ୍ଟ ହୋଇଥିବାବେଳେ କମ…

ଋଷର ମିଶନ ମୁନକୁ ବଡ ଝଟକା : ଚନ୍ଦ୍ରରେ ଲ୍ୟାଣ୍ଡ ହେବା ପୂର୍ବରୁ କ୍ରାସ ହେଲା ଲୁନା-୨୫

ମସ୍କୋ: ଅନ୍ତରୀକ୍ଷକୁ ପଠାଯାଇଥିବା ଋଷର ମିଶନ ମୁନକୁ ବଡ ଝଟକା ଲାଗିଛି । ଚନ୍ଦ୍ରର ପୃଷ୍ଠ ସହିତ ଧକ୍କା ହୋଇ ବିଫଳ ହୋଇଛି ଲୁନା-୨୫। ରୁଷ୍‌ ୫୦ ବର୍ଷ ପରେ ଦ୍ୱିତୀୟ ଥର ମୁନ୍‌ ମିଶନ ଲଞ୍ଚ୍‌ କରିଥିଲା। ଅଧିକାରୀଙ୍କ ସୂଚନା ଅନୁସାରେ ଋଷର ଅନ୍ତରୀକ୍ଷ ଯାନ ଅନିୟନ୍ତ୍ରିତ କକ୍ଷରେ ବୁଲିବା ପରେ…

କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି ଘୋଷଣା, ୩୯ ଜଣ ସଦସ୍ୟ ସାମିଲ

ନୂଆଦିଲ୍ଲୀ: ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟିର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ…

ଆନନ୍ଦପୁର ପୋଲିସର ବିଚିତ୍ର ନୀତି: କଙ୍ଗାରୁକୋର୍ଟରେ ମାଡ ଖାଇଥିବା ଯୁବକକୁ କୋର୍ଟ ଚାଲାଣ

ଆନନ୍ଦପୁର: ଆନନ୍ଦପୁର ପୋଲିସର ବିଚିତ୍ର ନୀତି । କଙ୍ଗାରୁ କୋର୍ଟରେ ବନ୍ଧା ହୋଇ ମାଡ଼ ଖାଇଥିବା ଯୁବକଙ୍କୁ କୋର୍ଟ ଚାଲାଣ କରିଥିବା ଅଭିଯୋଗ । ପୁଅକୁ ଉଦ୍ଧାର କରିବା ପାଇଁ ଯାଇଥିବା ମାଆକୁ ମଧ୍ୟ ମାଡ ମରାଯାଇଥିବା ଅଭିଯୋଗ ହୋଇଛି । ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ…

ରିଲ୍ସ ବନାନ୍ତୁ ଟଙ୍କା ପାଆନ୍ତୁ, ଜାଣନ୍ତୁ କେଉଁ ସରକାର ଦେଲେ ନିର୍ଦ୍ଦେଶ

ବିହାର: ଆଜିକାଲି ସୋସିଆଲ୍ ମିଡିଆ ମାଧ୍ୟମରେ ନିଜର ପରିଚୟ ପାଇଁ ଅନେକ ଲୋକ ରୀଲ୍ସ ବନାଉଥିବାର ଦେଖିବାକୁ ମିଳୁଛି। ବିଭିନ୍ନ ପ୍ରକାର ଓ ବିଭିନ୍ନ ଭଙ୍ଗିରେ ତିଆରି ହେଉଥିବା ରିଲ୍ସ ଆଜିକାଲି ଲୋକଙ୍କୁ ମତୁଆଲା କରିଛି । ତେବେ ଯଦି ଆପଣଙ୍କୁ କୁହାଯାଏ ଯେ, ବର୍ତ୍ତମାନ ଆପଣ ରିଲ୍ସ ତିଆରି କରି…

ଚିନ୍ତା ବଢାଇଲା କରୋନା; ଭୂତାଣୁର ନୂଆ ଭାରିଆଣ୍ଟ ଚିହ୍ନଟ, ସଂକ୍ରମଣ ବଢିଲେ କାମ ଦେବନି ଟିକା

ନୂଆଦିଲ୍ଲୀ: ପୁଣି ଚିନ୍ତା ବଢାଇଲା କରୋନା। ବୈଜ୍ଞାନିକମାନେ କରୋନା ଭୂତାଣୁର ଏକ ନୂଆ ଭାରିଆଣ୍ଟ ଚିହ୍ନଟ କରିଛନ୍ତି। ଏହି ଭାରିଆଣ୍ଟର ନାମ ବିଏ.୨.୮୬। ଏହି ଭାରିଆଣ୍ଟକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଜୁଲାଇ ଶେଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ଚାରୋଟି ଭିନ୍ନ…

୪୦ଥର ଟ୍ରାଫିକ ନିୟମ ଭାଙ୍ଗି ଧରାପଡିଲେ ବ୍ୟକ୍ତି: ଏକାସଙ୍ଗେ ଦେଲେ ୧୨ ହଜାର ଟଙ୍କା ଜରିମାନା

ବେଙ୍ଗାଲୁରୁ: ଚାଲାଣ ଉପରେ ଲାଗିଲା ଚାଲାଣ । ଅନେକ ଲୋକ ଟ୍ରାଫିକ ନିୟମ ଭାଙ୍ଗିଥିବା ତ ଆପଣମାନେ ଜାଣିଥିବେ । କିନ୍ତୁ ଜଣେ ବ୍ୟକ୍ତି ୪୦ ଥର ଟ୍ରାଫିକ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି । ବେଙ୍ଗାଲୁରୁ ଟ୍ରାଫିକ ପୋଲିସ ଜଣେ ବ୍ୟକ୍ତି ଟ୍ରାଫିକ ନିୟମ ଭାଙ୍ଗିଥିବାର ୪୦ଟି ପେଣ୍ଡିଂ ମାମଲାର…

ଦ୍ୱିତୀୟ ଗରିବ ଜିଲ୍ଲା ରାୟଗଡ଼ା: ନିତି ଆୟୋଗ ରିପୋର୍ଟ

ରାୟଗଡା: ଏଠି ସରକାରଙ୍କ ଯୋଜାନରେ ମେଣ୍ଟୁନି ପେଟର ଭୋକ, ରାୟଗଡା ଭଳି ମାଳଭୂଇଁରୁ ଶୁଣାଯାଉଛି ହା-ଅର୍ଣ୍ଣର ଚିତ୍କାର । ଦାରିଦ୍ର ଦୂର କରିବା ପାଇଁ ଯୋଜାନାର ଅଭାବ ନାହିଁ  ତଥାପି ଜିଲ୍ଲାରେ  ଦାରିଦ୍ର‌୍ୟର ହାର ୩୪.୦୩ ପ୍ରତିଶତ ବୋଲି ଚଳିତ ବର୍ଷର  ନିତି ଆୟୋଗର ରିପୋର୍ଟ ସ୍ପଷ୍ଟ କରିଛି ।…

ବିଷ ପିଇ ଆତ୍ମହତ୍ୟା କଲେ ସ୍ତ୍ରୀ: ହତ୍ୟା ନା ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସାନବଦାଙ୍ଗି ଗାଁରେ ଅଭାବନୀୟ ଘଟଣା ଘଟିଛି  । ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ମହିଳା ଜଣକ ରିଙ୍କି ବେହେରା ବୋଲି ଜଣାପଡିଛି । ରିଙ୍କି ୫ ବର୍ଷ ତଳେ ରାଧାକାନ୍ତ ବେହେରାଙ୍କୁ ବିବାହ…