Latest Odisha News

BREAKING NEWS

Modi Gift E Auction: ଆଜିଠୁ ନିଲାମ ହେବ ପିଏମ୍ ମୋଦିଙ୍କ ଉପହାର, ଅକ୍ସନରେ ରହିଛି ୧୦ ଲକ୍ଷରୁ ଅଧିକ ମୂଲ୍ୟର…

ନୂଆଦିଲ୍ଲୀ: କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଆଜାଦୀ କା ଅମୃତ ମହୋତ୍ସବର ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଇଥିବା ଉପହାରର ସପ୍ତମ ଇ-ନିଲାମ ଘୋଷଣା କରିଛି। ଏଥର ନିଲାମ ୧୭ ସେପ୍ଟେମ୍ବର, ୨୦୨୫ ରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ ଚାଲିବ। ରିପୋର୍ଟ ଅନୁଯାୟୀ ଏଥର ୧୩୦୦ ରୁ ଅଧିକ…

ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ମାମଲା; ମିଳିଲା ବଡ଼ ସୁରାକ, ପୁରୁଷ ବନ୍ଧୁ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ମାମଲାରେ ପୋଲିସକୁ ମିଳିଲା ବଡ଼ ସୁରାକ। ସନ୍ଦେହରେ ପୋଲିସ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟରତ କିରାଣୀ। କିରାଣୀ ଦୀପକ ରାଉତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି। ସାମ୍ନାକୁ ଆସିଲା ଦୀପକ…

PM Modi Turns 75: ଜାଣନ୍ତୁ କିପରି ରାଜନୀତିରେ ପ୍ରବେଶ କରିଥିଲେ ପ୍ରଧାନମନ୍ତ୍ରୀ?, ଗୋଟିଏ ଫୋନ୍ କଲ୍‌ ବନାଇଥିଲା…

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୫ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସ୍ୱାଧୀନ ଭାରତରେ ଜନ୍ମିତ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିଅର ଅନୁକରଣୀୟ। ପ୍ରଧାନମନ୍ତ୍ରୀ ମୋଦି ହୁଏତ ଭାରତର ସେହି କିଛି ନେତାଙ୍କ ମଧ୍ୟରୁ ଜଣେ…

Happy Birthday Modiji: ବାଲୁକା ଆନିମେସନ ମାଧ୍ୟମରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ। ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ପୁରୀସ୍ଥିତ ମାନସ ସାହୁ ସ୍ଟୁଡ଼ିଓରେ ବାଲୁକା ଆନିମେସନ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଆଜି ବିଶ୍ୱକର୍ମା…

Thank you my friend…ଜନ୍ମଦିନରେ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଆଜି ୭୫ ତମ ଜନ୍ମଦିନ ପାଳନ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶରେ ପିଏମ ମିତ୍ର ପାର୍କର ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହାଛଡ଼ା ସୁସ୍ଥନାରୀ ଓ ସଶକ୍ତ ପରିବାର ଯୋଜନାର ଶୁଭାରମ୍ଭ କରିବେ । ଜନ୍ମଦିନ ଅବସରରେ…

Rainfall alert: ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ଆଡ଼କୁ ବଙ୍ଗୋପସାଗରରେ…

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ତାହା ଘନୀଭୂତ…

ନୂଆପଡ଼ାରେ ୫୬ଟି ନୂଆ ମତଦାନ କେନ୍ଦ୍ର

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ  ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ଅକ୍ଟୋବର ୯ ତାରିଖରେ ହେବାକୁ ଯାଉଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର.ଏସ୍. ଗୋପାଳନ ମଙ୍ଗଳବାର ଦିନ କହିଛନ୍ତି। ଗତ ସପ୍ତାହରେ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ…

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ: ଓଡ଼ିଶାରେ ଗୋଟିଏ ଦିନରେ ରୋପିତ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର: ସେପ୍ଟେମ୍ବର ୧୭ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିବସ । ଏହି ଅବସରରେ “ଏକ ପେଡ୍ ମା କେ ନାମ" ଦ୍ୱିତୀୟ ସଂସ୍କରଣ ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୧.୫ କୋଟି ଚାରା ରୋପଣ କରାଯିବ । ଏହି ପ୍ରରିପେକ୍ଷିରେ ଓଡିଶା ସରକାର ରାଜ୍ୟର କୋଣ ଅନୁକୋଣରେ ଏକକାଳୀନ…

କଲରାପତରିଆ ବାଘ ସହ ଲଢେଇରେ ଚିତା ମୃତ

ଭୋପାଳ: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଏକ କଲରାପତରିଆ ବାଘ ସହ ଲଢେଇରେ ଏକ ଚିତାବାଘ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି। ଏହି ଚିତାବଘକୁ ୨୦୨୨ ମସିହାରେ ଆଫ୍ରିକାରୁ କୁନୋକୁ ଅଣାଯାଇଥିଲା। ତେବେ ଅଧିକାରୀମାନେ ସୋମବାର ସନ୍ଧ୍ୟା ସମୟରେ ଏହି ସୂଚନା ପାଇଥିବା ନେଇ କୁନୋ ଜାତୀୟ…

ବେଟିଂ ଆପ୍ ମାମଲାରେ ଯୁବରାଜ ସିଂହ ଓ ରବିନ ଉଥପ୍ପାଙ୍କୁ ଇଡି ସମନ…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନଲାଇନ୍ ବେଟିଂ ଆପ୍ ସହିତ ଜଡିତ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂହ ଓ ରବିନ ଉଥପ୍ପାଙ୍କୁ ପଚରାଉଚରା ପାଇଁ ସମନ କରିଛି। ତେବେ ଉଥପ୍ପାଙ୍କୁ ସେପ୍ଟେମ୍ବର ୨୨ରେ ଓ ଯୁବରାଜଙ୍କୁ ସେପ୍ଟେମ୍ବର ୨୩ରେ ଦିଲ୍ଲୀରେ…