ଦଳ ବିରୋଧୀ କାର୍ଯ୍ୟକଳାପ; ବିଜେଡିରୁ ଗଣେଶ୍ୱର ବରାଳ ନିଲମ୍ବିତ
ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ଶୁକ୍ରବାର ଦିନ ବିଜେଡି ଯାଜପୁର ଜିଲ୍ଲାର ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଗଣେଶ୍ୱର ବରାଳଙ୍କୁ ନିଲମ୍ବିତ କରିଛି।
ତେବେ ଏହା ପୂର୍ବରୁ ଦୁଇ ବିଧାୟକ ସନାତନ ମହାକୁଡ ଏବଂ ଅରବିନ୍ଦ ମହାପାତ୍ରଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପ…