ନିଖୋଜର ୧୫ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର
କଟକ: ନଭେମ୍ବର ୧ ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଠାବ କରାଯାଇଛି।
ସୂଚନା ଅନୁଯାୟୀ, ସତ୍ୟଜିତ ଦାସ ନାମକ ଯୁବକଙ୍କୁ ଶନିବାର ଏକ ଆମ୍ବୁଲାନ୍ସରେ ହସ୍ପିଟାଲକୁ ଅଣାଯାଇଥିଲା। ଏହାପରେ ହସ୍ପିଟାଲ ପକ୍ଷରୁ ତାଙ୍କ ଶରୀରରେ ଆଘାତ…