Latest Odisha News

BREAKING NEWS

ବାଙ୍କୀ ଗୟଳବାଙ୍କରେ ଦୁର୍ଘଟଣା, ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । ମୃତ ଯୁବକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଆକାଶ ରାଉତରାୟ । …

ଗିନିଜ ୱାର୍ଲ୍ଡ ରେକର୍ଡରେ ବିଶ୍ବର ସର୍ବକନିଷ୍ଠ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ନନ୍ଦିନୀ ଅଗ୍ରୱାଲ

ଭୋପାଲ: ମଧ୍ୟପ୍ରଦେଶର ଚମ୍ବଲ ଅଞ୍ଚଳ । ଦିନେ ଏହି ଅଞ୍ଚଳ ଚୋରି ଡକାୟତି ପାଇଁ ପ୍ରଖ୍ୟାତ ଅର୍ଜନ କରିଥିବା ବେଳେ ଏବେ ଅର୍ଜନ କରିଛି ସୁନାମ । ଚମ୍ବଲ ଅଞ୍ଚଳର ଝିଅ ନନ୍ଦିନୀ ଅଗ୍ରୱାଲ ହୋଇପାରିଛନ୍ତି ବିଶ୍ବର ସର୍ବକନିଷ୍ଠ ମହିଳା ଚାର୍ଟାର୍ଡ  ଆକାଉଣ୍ଟାଣ୍ଟ । ଏହାସହ ସେ ଗିନିଜ ୱାର୍ଲ୍ଡ…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର…

ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଝଟକା, ଦଳ ଛାଡି ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ

କୋଲକାତା: ପଶ୍ଚିମବଙ୍ଗର ଧୁପଗୁରୀ ଆସନରେ ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଲାଗିଲା ଶକ୍ତ ଝଟକା। ଉପ-ନିର୍ବାଚନର ଦୁଇ ଦିନ ପୂର୍ବରୁ ପୂର୍ବତନ ବିଧାୟକ ମିତାଲି ରାୟ ଟିଏମସି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ମିତାଲି ରାୟ ୨୦୧୬ରେ ଟିଏମସି ଟିକେଟରେ ଧୁପଗୁରୀ ଆସନରୁ ଜିତିଥିଲେ। ତେବେ ୨୦୨୧…

କୁନୋ ଚିତା ମୃତ୍ୟୁ ଘଟଣାକୁ ସ୍ୱାଭାବିକ୍ ବୋଲି କହିଲେ ନାମିବିଆନ୍ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ

ନୁଆଦିଲ୍ଲୀ: ପ୍ରୋଜେକ୍ଟ ଚିତା ଅଧୀନରେ ନାମିବିଆ ଓ ଦକ୍ଷିଣ ଆଫ୍ରିକା ଠାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ମୋଟ ୨୦ ଟି ଚିତା ଅଣାଯାଇଥିଲା । ସେଥିମଧ୍ୟରୁ କେତେଜଣଙ୍କର ମୃତ୍ୟୁ ହୋଇଗଲାଣି । ଗତକାଲି ନାମିବିଆ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ ଏହି ଘଟଣାକୁ ସ୍ବାଭାବିକ ବୋଲି…

ସରକାରୀ ଆବାସ ଯୋଜନାର ବିକଳ ଚିତ୍ର : ପଲିଥିନ ତଳେ ୧୪୦ ପରିବାର

ନବରଙ୍ଗପୁର: ସରକାରୀ ଆବାସ ଯୋଜନାର ବିକଳ ଚିତ୍ର । ପଲିଥିନ ତଳେ ଜୀବନ ବିତାଉଛନ୍ତି ୧୪୦ ପରିବାର । ୨୫ ବର୍ଷତଳେ ସରକାରୀ ଯୋଜନାରେ ମିଳିଥିବା ଇନ୍ଦିରାଆବାସ ଘର ଯାହା ଦିନେ ବସ୍ତିବାସିନ୍ଦାଙ୍କ ପାଇଁ ବରଦାନ ସଦୃଶ୍ୟ ଥିଲା ତାହା ଆଜି ପାଲଟିଯାଇଛି ଅଭିଶାପ। ଏ ହେଉଛି ନବରଙ୍ଗପୁର ଜିଲ୍ଲା…

ନିକଟ ଭବିଷ୍ୟତରେ ଭାରତ ବିଶ୍ୱର ଶ୍ରେଷ୍ଠ ୩ଟି ଅର୍ଥ ବ୍ୟବସ୍ଥାରେ ସାମିଲ ହେବ: ମୋଦୀ

ନୂଆଦିଲ୍ଲୀ: କଶ୍ମୀର ଏବଂ ଅରୁଣାଚଳ ପ୍ରଦେଶରେ ଜି-୨୦ ବୈଠକ ଆୟୋଜିତ ହେବା ନେଇ ପାକିସ୍ତାନ ଏବଂ ଚୀନ୍‌ର ଆପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତ୍ୟାଖ୍ୟାନ କରିଛନ୍ତି। ମେଦୀ କହିଛନ୍ତି, ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ବୈଠକ ଆୟୋଜିତ କରିବା ସ୍ୱାଭାବିକ ଏବଂ ଏହା ଆମର ଅଧିକାର।…

କୃଷକ ବିଜୟ ସମାବେଶ ପାଳନ କରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି

ପୁରୀ: ଆସନ୍ତା ସେପ୍ଟେମ୍ବର  ୯ ତାରିଖରେ କୃଷକ ବିଜୟ ସମାବେଶ ପାଳିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧି ସଂଘର୍ଷ ସମିତି । ଏଥିପାଇଁ ସମିତି ପକ୍ଷରୁ ପ୍ରସ୍ତୁତି ବୈଠକ ଶେଷ ହୋଇଛି । ପ୍ରାୟ ୧୦ହଜାର ଚାଷୀ ଯୋଗ ଦେବେ ବୋଲି ବେଦାନ୍ତ ବିଶ୍ୱବିଦ୍ୟାଳୟ ବିରୋଧୀ ସଂଘର୍ଷ ସମିତି ତରଫରୁ କୁହାଯାଇଛି…

ସୋନିଆ ଗାନ୍ଧୀ ମେଡିକାଲରେ ଭର୍ତ୍ତି, ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଡାକ୍ତରଙ୍କ ସୂଚନା

ନୂଆଦିଲ୍ଲୀ: କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଖରାପ ହୋଇଯାଇଛି। ସାମାନ୍ୟ ଜ୍ୱର ଲାଗି ରହିଥିବାରୁ ତାଙ୍କୁ ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସାରେ ଅଛନ୍ତି ଏବଂ ସେ ଡାକ୍ତରଙ୍କ…

ରାଜରାସ୍ତାରେ ଅଳିଆ ପକାଇ ରାସ୍ତାରୋକ କଲେ ହକି ଖେଳାଳି

ଢେଙ୍କାନାଳ: ସ୍ୱାୟତ୍ତ ଶାସନ ଦିବସ ଅବସରରେ ଢେଙ୍କାନାଳର ମିନିଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିଲା ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ l କାର୍ଯ୍ୟକ୍ରମ ସାରିବା ପରେ ଉପସ୍ଥିତ ଥିବା ସମସ୍ତ ଅତିଥିମାନଙ୍କ ଆରମ୍ଭ ହୋଇଥିଲା ନାଚ ଗୀତ ସହ ମଦ ପିଆ l ମାଳ ମାଳ ଅଳିଆ ଓ ମଦ ବୋତଲ ପକାଇ ଷ୍ଟାଡିୟମ…