Misbehaviour: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ସସ୍ପେଣ୍ଡ
ନବରଙ୍ଗପୁର:ତେନ୍ତୁଳିଖୁଣ୍ଟିର ଏକ ସେବାଶ୍ରମରେ ଛାତ୍ରୀ ଅସଦାଚରଣ ଅଭିଯୋଗ । ଅଭିଯୋଗ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନାର ଏକ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ସପ୍ତମ ଶ୍ରେଣୀ ଛାତ୍ରୀ ଏବଂ ତାଙ୍କ ପରିବାର ।…