Latest Odisha News

BREAKING NEWS

ଭୁବନେଶ୍ୱରରେ ଭାରତ-କାତାର ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ, ଏଏଫସି ଏସିଆନ କପର କ୍ୟାଲିଫାୟର୍ସ ଖେଳାଯିବ

ଭୁବନେଶ୍ୱର: ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ ଓ ଇଂଟରକଂଟିନେଟାଂଲ ମ୍ୟାଚ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ସଫଳତାର ସହ ଆୟୋଜିତ ହେବା ପରେ ଆଗକୁ ପ୍ରଶଂସକମାନେ ଆହୁରି ରୋମାଂଚକ ମୁକାବିଲା ଦେଖିବାକୁ ପାଇବେ । ଏଆଇଏଫଏଫ ଶନିବାର ଘୋଷଣା କରିଛି ଯେ, ଫୁଟବଲ ଆସୋସିଏଶନ ଅଫ ଓଡିଶା ବହୁ…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ହୀରାକୁଦ ବିସ୍ଥାପିତଙ୍କୁ ଖୁବ ଶୀଘ୍ର ମିଳିବ ଜମି ପଟ୍ଟା

ଭୁବନେଶ୍ୱର:  ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ ତୁରନ୍ତ କରାଯିବ  ଏବଂ  ଲୋକଙ୍କୁ ପଟ୍ଟା ଦିଆଯିବ ବୋଲି  ନୀତିଗତ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ସରକାର ଜମିପଟ୍ଟା ଦେବେ  । ଗଞ୍ଜାମ ସୋରଡା ବ୍ଲକ୍‌ର ୧୭ଟି ଗାଁର ଜମି ସମସ୍ୟାର ସମାଧାନ ହେବ…

ସାମ୍ନାକୁ ଆସିଲା ‘ଟାଇଗର-୩’ର ପ୍ରଥମ ପୋଷ୍ଟର, ଦିପାବଳୀରେ ହେବ ରିଲିଜ୍

ନୂଆଦିଲ୍ଲୀ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଟାଇଗର ୩’ର ପ୍ରଥମ ପୋଷ୍ଟର ରିଲିଜ ହୋଇଛି । ଏଥିସହିତ ଫିଲ୍ମ ରିଲିଜର ତାରିଖ ମଧ୍ୟ ଘୋଷଣା ହୋଇଛି । ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଆଗାମୀ ଚଳଚ୍ଚିତ୍ର ଟାଇଗର ୩ ଚଳିତ ବର୍ଷ ଦିପାବଳୀରେ ପ୍ରେକ୍ଷାଳୟକୁ…

‘ଆଶିକ୍-୩’ରେ କାର୍ତ୍ତିକଙ୍କ ସହ ନଜର ଆସିବେ ସାଉଥ ନାୟିକା ଆକାଂକ୍ଷା

ନୂଆଦିଲ୍ଲୀ: ଫିଲ୍ମ 'ଆଶିକ୍ -୩' ଘୋଷଣା ହେବା ପରେ ଏହାର ନିର୍ମାତା ହିରୋଇନ ଖୋଜିବାରେ ଲାଗିପଡ଼ିଥିଲେ । ଫିଲ୍ମ ପାଇଁ ନିର୍ମାତାଙ୍କୁ ନୂଆ ଚେହେରା ଖୋଜୁଥିଲେ । ତେବେ ଦୀର୍ଘ ଦିନ ପରେ ଫିଲ୍ମ ଲାଗି ଅଭିନେତ୍ରୀଙ୍କ ନାଁ ଫାଇନାଲ ହୋଇଛି ।'ଆଶିକ୍ -୩'ରେ କାର୍ତ୍ତିକ ଆର୍ଯ୍ୟନଙ୍କ ଅପୋଜିଟରେ…

ସରକାରୀ କାମ ନୁହେଁ, ବାହାଘର ଭୋଜି ଖାଇବା ପାଇଁ ହେଲିକପ୍ଟରରେ ଉଡୁଛନ୍ତି ପାଣ୍ଡିଆନ- ବିଜେପି

ଭୁବନେଶ୍ୱର: ସରକାରୀ କାମ ନୁହେଁ, ପାରିବାରିକ ଆମୋଦ ପ୍ରମୋଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ହେଲିକପ୍ଟରରେ ଯାଉଛନ୍ତି । କେତେବେଳେ ବାହାଘର ଭୋଜି ଖାଇବା ପାଇଁ ତ କେତେବେଳେ ପାରିବାରିକ ଭୋଜିରେ ଯୋଗ ଦେବା ପାଇଁ ୫ଟି ସଚିବ ହେଲିକପ୍ଟର ବ୍ୟବହାର କରୁଛନ୍ତି । ସେ ସରକାରୀ ଅର୍ଥର…

ଗୁରୁ ଦିବସରେ ରାଷ୍ଟ୍ରୀୟ ପୁରସ୍କାର ପାଇବେ ୭୫ ଶିକ୍ଷକ, ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ

ନୂଆଦିଲ୍ଲୀ: ସେପ୍ଟେମ୍ବର ୫ରେ ଜାତୀୟ ଗୁରୁ ଦିବସ ପାଳନ ଅବସରରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ୭୫ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ସମାରୋହର ଆୟୋଜନ କରାଯିବ ।…

ବେଷ୍ଟ ବ୍ୟାଙ୍କର୍ ଶକ୍ତିକାନ୍ତ: ଗ୍ଲୋବାଲ ଫାଇନାନ୍ସ ରିପୋର୍ଟରେ ଶକ୍ତିକାନ୍ତଙ୍କୁ ମିଳିଲା A+ ଗ୍ରେଡ୍

ନୂଆଦିଲ୍ଲୀ: ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଲା ବିଶ୍ବର ଶ୍ରେଷ୍ଠ ଗଭର୍ଣ୍ଣର ମାନ୍ୟତା । ଗ୍ଲୋବାଲ ଫାଇନାନ୍ସର କେନ୍ଦ୍ରୀୟ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୩ରେ A+ ରେଟିଂ ପାଇଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । A+ ଗ୍ରେଡରେ କେବଳ ଭାରତ, ସ୍ବିଜରଲ୍ୟାଣ୍ଡ, ଭିଏତନାମ…

ଦୃଢ ଇଛାଶକ୍ତି ଆଗରେ ହାରମାନିଛି ଅକ୍ଷମତା,ଡାକ୍ତର ହେବେ ଦିବ୍ୟାଙ୍ଗ ଛାତ୍ର ସଂଗ୍ରାମ

ଯାଜପୁର: କଥାରେ ଅଛି ଦୃଢ ଇଛାଶକ୍ତି ଓ ଗଭୀର ଆତ୍ମବିଶ୍ୱାସ ଆଗରେ ହାରମାନେ ସମସ୍ତ ପ୍ରତିକୂଳତା । ମନରେ ଅନେକ ଆଶା ଆଉ ଅନେକ ସ୍ୱପ୍ନ । ଜୀବନ ଥିଲେ ତ ସମସ୍ୟା ଅଛି । ଆଉ ସେହି ସମସ୍ୟାକୁ ପାର କରି ନିଜର କର୍ତ୍ତବ୍ୟ କରିବାର ଅଛି । ଭଗବାନଙ୍କ ଇଚ୍ଛା ବିରୋଧରେ ସିନା ଯାଇପାରିବାନି ହେଲେ…

ମିଳିତ ଯୁଦ୍ଧାଭ୍ୟାସକୁ ଉତ୍ତର କୋରିଆର ଜବାବ: ଗୋଟିଏ ଦିନରେ ପରୀକ୍ଷଣ କଲା ଏକାଧିକ କ୍ଷେପଣାସ୍ତ୍ର

ନୁଆଦିଲ୍ଲୀ:  ନିକଟରେ ଆମେରିକା ଓ ଦକ୍ଷିଣ କୋରିଆ ସାମରିକ ଡ୍ରିଲ୍ ଶେଷ ହୋଇଛି । ଏହାର ମାତ୍ର  ୨ ଦିନ ପରେ ଉତ୍ତର କୋରିଆ   ପକ୍ଷରୁ ସମୁଦ୍ର ଭିତରେ ଏକାଧିକ କ୍ରୁଜ୍ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି  । ଏହି କ୍ଷେପଣାସ୍ତ୍ର ଉତ୍ତର କୋରିଆର ପଶ୍ଚିମ ଉପକୂଳରେ ପରୀକ୍ଷା କରାଯାଇଥିବା…

ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ, ଅଳ୍ପକେ ବର୍ତ୍ତିଲେ ଲୋକେ

ପୁରୀ: ପୁରୀ ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଏହି ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ଏକ କୁକୁରର ପ୍ରାଣ ଯାଇଛି । ସୂଚନା ଅନୁସାରେ, ପୁରୀ ଜିଲ୍ଲା ପେଣ୍ଠକଟାସ୍ଥିତ…