Latest Odisha News

BREAKING NEWS

୮୫ ବର୍ଷୀୟା ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ବ୍ଲେଡରେ ଓଠ କାଟିଲା ଅଭିଯୁକ୍ତ

ନୂଆଦିଲ୍ଲୀ: ସୀମା ଟପିଲା ପାଶବିକତା । ୮୫ ବର୍ଷୀୟା ବୃଦ୍ଧାଙ୍କୁ ବି ଛାଡିଲାନି ଯୌନ ପିପାସୁ ମଣିଷ । ଦିଲ୍ଲୀରେ ଜଣେ ୮୫ ବର୍ଷୀୟା ବୃଦ୍ଧ ମହିଳାଙ୍କୁ ଜଣେ ୨୮ ବର୍ଷୀୟ ଯୁବକ ଦୁଷ୍କର୍ମ କରିଛି । କେବଳ ସେତିକି ନୁହେଁ ବୃଦ୍ଧାଙ୍କୁ ଦୁଷ୍କର୍ମ କରିବା ପରେ ବ୍ଲେଡରେ ତାଙ୍କର ଓଠ କାଟି ଦେଇଥିବାର…

ପ୍ରଭାସ ଅଭିନୀତ ସାଲାର ଫିଲ୍ମର ଘୁଂଚିଲା ରିଲିଜ ତାରିଖ

ମୁମ୍ବାଇ: ସାଉଥ ସୁପରଷ୍ଟାର ପ୍ରଭାସ ଅଭିନୀତ ସାଲାର ଫିଲ୍ମର ରିଲିଜ ତାରିଖ ଘୁଂଚାଇ ଦିଆଯାଇଛି । ଏହା ପ୍ରଥମେ ସେପ୍ଟମ୍ବର ୨୮ରେ ରିଲିଜ ହେବ ବୋଲି ସ୍ଥିର ହୋଇଥିଲା । ପୋଷ୍ଟ ପ୍ରଡକ୍ସନ କାମ ବାକିଥିବାରୁ ମେକର୍ସ ବାଧ୍ୟ ହୋଇ ଏହି ନିଷ୍ପତି ନେଇଥିବା ଟ୍ରେଡ ଆନାଲିଷ୍ଟ ତରନ ଆଦର୍ଶ କହିଛନ୍ତି ।…

ରିଲିଜ୍ ହୋଇଛି ଫିଲ୍ମ ‘ପୁଷ୍କରା’ର ଟ୍ରେଲର, ଚଳଚ୍ଚିତ୍ର ସଫଳତା ନେଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ସବ୍ୟସାଚୀ

ପୁରୀ: ଆଧୁନିକ ସମାଜ ମଧ୍ୟରେ ଅନେକ ପରମ୍ପରା ଏବେ ବିଲୁପ୍ତ ହେବାରେ ଲାଗିଛି । ଜଣେ ବ୍ୟକ୍ତି ମୃତ୍ୟୁବରଣ କଲେ ପୁଷ୍କର ଛଡାଇବା ପାଇଁ ଜଣେ ପୁଷ୍କରାର ଆବଶ୍ୟକ ପଡିଥାଏ । ଯାହାକୁ ପୁରୀ ଲୋକକଥାରେ ଭୈରବ ବୋଲି କୁହାଯାଇଥାଏ । ବିଭିନ୍ନ  ସ୍ଥାନରେ ଭିନ୍ନଭିନ୍ନ ନାମରେ ପୁଷ୍କରାକୁ ନାମିତ…

ପାଗ ବଦଳୁଛି, ଭାରତ-ପାକ ମ୍ୟାଚ ହେବା ନେଇ ସଂଚାର ହେଲା ଆଶା

କାଣ୍ଡି: ଚଳିତ ଏସିଆ କପ କ୍ରିକେଟରେ ଶନିବାର ଭାରତ-ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମୁକିବାଲା ଖେଳାଯିବ । ତେବେ ଏହି ମ୍ୟାଚରେ ବର୍ଷା ବାଧକ ସାଜିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ସକାଳୁ ପାଗ ଅପେକ୍ଷାକୃତ ଭଲ ଥିବାରୁ ମ୍ୟାଚ ହେବା ନେଇ ଆଶା ସଂଚାର ହୋଇଛି । ମେଘୁଆ…

ଲମତାପୁଟ ପୋଲିସକୁ ବଡ ସଫଳତା: ୨୫ କେଜି ଗଞ୍ଜେଇ ଜବତ, ଦୁଇ ବେପାରୀ ଗିରଫ

ଲମତାପୁଟ: ଲମତାପୁଟ ପୋଲିସକୁ ବଡ ସଫଳତା ମିଳିଛି  । ୨୫ କେଜି ଗଞ୍ଜେଇ ସହ ଦୁଇ ମାଫିଆଙ୍କୁ ଗିରଫ କରିଛି ପୋଲିସ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଜଲାପୁଟ ଅଞ୍ଚଳରେ । ଜଲାପୁଟ ରୁ ବାଣରାଶିକୁ ବେଆଇନ ଗଞ୍ଜେଇ ଚୋରାଚାଲାଣ ହେଉଥିବାବେଳେ ପୋଲିସ ଏକ ଗଞ୍ଜେଇ…

ଚର୍ଚ୍ଚାରେ କୋରାପୁଟିଆ କଳାଜିରା ଧାନ, ଖୁବଶିଘ୍ର ମିଳିବ GI ଟ୍ୟାଗ୍

କୋରାପୁଟ: କୋରାପୁଟର କଫି, ଝାଡୁ, ସାବୁନ ଓ ହଳଦୀ ପରେ ଏବେ ବିରଳ କୋରାପୁଟିଆ କଳାଜୀରା ଧାନକୁ ମିଳିବାକୁ ଯାଉଛି ଜିଆଇ ଟ୍ୟାଗ । ସେହିପରି ଓଡିଶାର ୭ ଉତ୍ପାଦ ଯଥା ଓଡିଶାର ଖଜୁରି ଗୁଡ, କୋରାପୁଟର କଳାଜିରା ଚାଉଳ, ଲାଞ୍ଜିଆ ସଉରାଙ୍କ ପଟ୍ଟଚିତ୍ର, ଢେଙ୍କାନାଳର ମଗଜ ଲଡୁ, ଶିମିଳିପାଳର…

ଥମୁନି ଧଳାଜହର କାରବାର: ଉତ୍ତର ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର  । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି  । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି   । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି  । ଏହି ଘଟଣାରେ…

ଅନନ୍ତ ଆକାଶରେ ଭାରତର ସୂର୍ଯ୍ୟ ଅଭିଯାନ ‘ଆଦିତ୍ୟ ଏଲ-୧’

ବାଙ୍ଗାଲୋର: ଅନନ୍ତ ଆକାଶରେ ଭାରତର ସୂର୍ଯ୍ୟ ଅଭିଯାନ ଆଦିତ୍ୟ ଏଲ-୧ । ଶ୍ରୀହରିକୋଟାର ଲଞ୍ଚିଂ ସେଣ୍ଟରରୁ ସେପ୍ଟେମ୍ବର ୨  ତାରିଖ ୧୧ଟା ୫୦ରେ ଆଦିତ୍ୟ ଏଲ-୧କୁ ସୂର୍ଯ୍ୟ ଅଭିମୁଖେ ପ୍ରେରଣ କରିଛି ଇସ୍ରୋ । ପିଏସଏଲଭି-ଏକ୍ସଏଲ ରକେଟ ଆଦିତ୍ୟ ଏଲ ୧କୁ ନେଇ ମହାକାଶକୁ ଯାଇଛି । ଆଦିତ୍ୟ ଏଲ ୧…

ଆଜି ବିଶ୍ଵ ନଡିଆ ଦିବସ, ଜାଣନ୍ତୁ ହିନ୍ଦୁ ଧର୍ମରେ ଏହାର ମହତ୍ତ୍ଵ

ଭୁବନେଶ୍ଵର: ଭାରତୀୟ ସଂସ୍କୃତିରେ ନଡ଼ିଆ ବା ଶ୍ରୀଫଳର ଗୁରୁତ୍ୱ ଅବର୍ଣ୍ଣନୀୟ। ନିତି ଦିନିଆ ଜୀବନ ଶୈଳୀଠାରୁ ଆରମ୍ଭ କରି ପୂଜା ପାର୍ବଣ ଆଦି ବିଭିନ୍ନ ମାଙ୍ଗଳିକ କାର୍ଯ୍ୟରେ ନଡ଼ିଆକୁ ଲୋଡା ଯାଇଥାଏ। ନଡ଼ିଆକୁ ନେଇ କେତେ କାହାଣୀ କବିତା ମଧ୍ୟ ରଚନା କରାଯାଇଛି । ଭାରତ ମହାସାଗର ଏବଂ…