ନୟାଗଡ କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ଦେଲା କେନ୍ଦ୍ର
ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ମନ୍ତ୍ରାଳୟ ନୟାଗଡ କଣ୍ଟେଇମୁଣ୍ଡି ବାଇଗଣକୁ ଭୌଗୋଳିକ ମାନ୍ୟତା ବା ଜିଆଇ ଟ୍ୟାଗ ପ୍ରଦାନ କରିଛି । ନୀଳମାଧବ କୃଷି ସଙ୍ଗଠନ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ସହାୟତାରେ ୨୦୨୧ରେ ଟ୍ୟାଗ୍ ପାଇଁ ଆବେଦନ କରିଥିଲା।
ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣ…