ରିଲିଜ ହେଲା ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର
ଭୁବନେଶ୍ଵର: ରିଲିଜ ହେଲା ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର । ଦୀର୍ଘ ୨ ବର୍ଷ ପରେ ବହୁ ପ୍ରତିକ୍ଷୀତ ଓଡ଼ିଆ ଫିଲ୍ମ 'ପୁଷ୍କରା' ସହ ବଡ଼ ପରଦାରେ ନଜର ଆସିବେ ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର । ଗଣେଶ ପୂଜାରେ ରିଲିଜ ହେବ ଏହି ଫିଲ୍ମ ।…