Latest Odisha News

BREAKING NEWS

ପଦାରେ ପଡିଲା ବିଜେଡିର ଗୋଷ୍ଠି କନ୍ଦଳ: ମହେଶ୍ୱର ଓ ଶୁଭାଶିଷ ଗୋଷ୍ଠି ମୁହାଁମୁହିଁ

ପୁରୀ : ବିଜୁ ଜନତା ଦଳ ପକ୍ଷରୁ ଏକ କର୍ମୀ ସମ୍ମିଳନୀ ଚାଲିଥିବା ବେଳେ ବିଜୁ ଜନତା ଦଳର ଦୁଇ ଗୋଷ୍ଟିର ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ମିଳୁଥିବା ସୂଚନା ଅନୁଯାୟୀ, ପୁରୀ ପୈାରସଂସ୍ଥା ଅନ୍ତର୍ଗତ ୨୧ ନମ୍ବର ୱାର୍ଡର କିଛି ବିଜେଡି କର୍ମୀ ଓ ସମର୍ଥକଙ୍କୁ ନେଇ…

ବିରୋଧୀ ଇଣ୍ଡିଆ ମେଣ୍ଟ ‘ଜୁଡ଼େଗା ଭାରତ, ଜିତେଗା ଭାରତ’ ନାରାରେ ଏକାଠି ଲଢ଼ିବ ନିର୍ବାଚନ

ନୂଆଦିଲ୍ଲୀ: ଇଣ୍ଡିଆ (ଇଣ୍ଡିଆନ୍ ନ୍ୟାସନାଲ୍ ଡେଭଲପମେଣ୍ଟାଲ୍ ଇନ୍କ୍ଲୁସିଭ୍ ଆଲାଏନ୍ସ) ବ୍ୟାନରରେ ଏକାଠି ହୋଇଥିବା ବିରୋଧୀ ଦଳଗୁଡ଼ିକ ଶୁକ୍ରବାର ୨୦୨୪ ଲୋକସଭା ନିର୍ବାଚନ ପାଇଁ ୧୪ ଜଣିଆ ସମନ୍ୱୟ କମିଟି ଘୋଷଣା କରିଛନ୍ତି। ପ୍ୟାନେଲରେ ଥିବା ୧୪ ଜଣ ସଦସ୍ୟ ୧୩ଟି ଭିନ୍ନ ଭିନ୍ନ ଦଳର ହୋଇଥିବା…

SC/ST ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଏଣିକି ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ…

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ ତମ ଜୟନ୍ତୀ ପାଳନ ଅବସରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ଉଦଘାଟକ, ପୂର୍ବତନ…

ସ୍କାମ ଆଲର୍ଟ: ନକଲି ଇ-ଚାଲାଣ ସ୍କାମ ପ୍ରତି ସାବଧାନ ରହିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ସାଇବର ଠକଙ୍କ ନୂଆ ତରିକା। ନକଲି ଇ-ଚାଲାଣ ସ୍କାମରେ କରୁଛନ୍ତି ଠକେଇ। ଏନେଇ ଓଡିଶା ସରକାର ଏକ ଆଡଭାଇଜରୀ ଜରି କରିଛନ୍ତି। ଇ-ଚାଲାଣ ସ୍କାମ ପ୍ରତି ସାବଧାନ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟ ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତି ବିଭାଗ…

୨୦୨୫ ଗଣତନ୍ତ୍ର ଦିବସରେ ରିଲିଜ ହେବ ୱାର ୨

ମୁମ୍ବାଇ: ହ୍ରିତିକ ରୋଶନ ଓ ଜୁନିୟର ଏନଟିଆର ଅଭିନୀତ ୱାର ୨ର ରିଲିଜ ତାରିଖ ମେକର୍ସଙ୍କ ପକ୍ଷରୁ ଘୋଷଣା କରାଯାଇଛି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ୨୦୨୫ ଗଣତନ୍ତ୍ର ଦିବସରେ ଫିଲ୍ମ ରିଲିଜ ହେବ ବୋଲି ସ୍ଥିର ହୋଇଛି । ଏହି ସମୟରେ ୱିକେଣ୍ଡ ପଡୁଥିବାରୁ ଏହା ଫିଲ୍ମକୁ ଫାଇଦାରେ…

ଅପରାହ୍ନ ୫ଟା ୪୦ ଯାଏ ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା:

ଭୁବନେଶ୍ୱର: ଭାରତୀୟ୍ର ପାଣିପାଗ ବିଭାଗ (ଆଇଏମଡି) ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରିକରିଛି । ଶୁକ୍ରବାର ଅପରାହ୍ନ ୫ଟା ୪୦ ପର୍ଯ୍ୟନ୍ତ ଏହି ସବୁ ଅଞ୍ଚଳରେ ହାଲୁକାରୁ ମଧ୍ୟମ  ଧରଣର ବର୍ଷା, ଘଡଘଡି ଏବଂ ବିଜୁଳି ମାରିବାର ସମ୍ଭାବନା ରହିଛି ।…

ଆସନ୍ତା ୬ ତାରିଖରେ ଜନ୍ମହେବେ ପ୍ରଭୁ ଶ୍ରୀକୃଷ୍ଣ, ଜାଣନ୍ତୁ କୃଷ୍ଣ ପୂଜାର ମହତ୍ତ୍ୱ

ଭୁବନେଶ୍ଵର: ଆଗକୁ ଆସୁଛି କୃଷ୍ଣ ଜନ୍ମାଷ୍ଟମୀ । ଅନେକ ଲୋକମାନେ ନିଜ ଘରେ ଦେବୀ-ଦେବତାଙ୍କ ପୂଜା କରିବା ବ୍ୟତୀତ ଭଗବାନ କୃଷ୍ଣଙ୍କ ସ୍ବରୂପ ବାଳଗୋପାଳ ମୂର୍ତ୍ତି ପୂଜା କରିଥାନ୍ତି । ଯାହାକୁ ଲଡୁ ଗୋପାଳ ମଧ୍ୟ କୁହାଯାଇଥାଏ । ଲଡୁ ଗୋପାଳଙ୍କ ପୂଜା ସହ ତାଙ୍କ ସେବା ମଧ୍ୟ ଏକ ଛୋଟ ପିଲା ଭଳି…

ଜଳବାୟୁ ପରିବର୍ତ୍ତନ, ଦରଦାମ ବୃଦ୍ଧି ଓ କୃଷି

ଡ଼ି.ଶୁଭମଙ୍କର କୃଷି ଭିତ୍ତିକ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’  ଦିନ ଥିଲା ପ୍ରକୃତିର ସରସ ସୁନ୍ଦର ନିନାଦିତ ସ୍ୱର ମଣିଷର ହୃଦୟକ୍ରନ୍ଦରରେ ବଜାଉଥିଲା ନିର୍ମଳତାର ବୀଣାତନ୍ତ୍ର । ଆମ ପରିବେଶ , ଆମ ଜୀବନ ଥିଲା ସମସ୍ତଙ୍କର ଧ୍ୟେୟ ବାକ୍ୟ । ପରନ୍ତୁ ଏକବିଂଶ ଶତାବ୍ଦୀର ଶିଳ୍ପ ଭିତ୍ତିକ…

ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ୮ ମାସର ଶିଶୁ ସମେତ ୨ ମୃତ, ୪ ଗୁରୁତର

କଟକ: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ୮ ମାସର ଶିଶୁ ସମେତ ୨ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟିଛି ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଖୁଣ୍ଟୁଣୀ ନରସିଂହପୁର ଠାରେ। ଘଟଣାସ୍ଥଳରୁ ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି…