ସେନା ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ, ୨୬ ମୃତ
ନୂଆଦିଲ୍ଲୀ: ମଧ୍ୟ ଆଫ୍ରିକୀୟ ଦେଶ କଙ୍ଗୋରେ ହିଂସାକାଣ୍ଡ । ସେନା ଓ ଧାର୍ମିକ ଗୋଷ୍ଠୀ ମଧ୍ୟରେ ସଂଘର୍ଷ କାରଣରୁ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି । ବୁଧବାର ସକାଳ ସମୟରେ ପୂର୍ବ ଗୋମା ସହରରେ ଏହି ହିଂସାକାଣ୍ଡ ଘଟିଥିବା ସ୍ଥାନୀୟ ଅଧିକାରୀ ସୂଚନା ଦେଇଛନ୍ତି ।…