ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ: ଅସହାୟ ବ୍ୟକ୍ତି ନା ଅନୁପ୍ରବେଶକାରୀ ହୋଇନି ସ୍ପଷ୍ଟ , ଆତଙ୍କିତ…
ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି । ଏଭଳି କିଛି ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧ ମାଇଲ ଦୂର ଗଭୀର ସମୁଦ୍ରରେ। ମତ୍ସ୍ୟଜୀବୀମାନେ ସନ୍ଦିଗ୍ଧ …