ଲାଇଭ ସୋ’ ବେଳେ ବାଡାବାଡି ହେଲେ ଦୁଇ ପାକ୍ ନେତା: ଦେଖୁଥିଲା ସାରା ବିଶ୍ୱ
ଇସଲାମବାଦ: ପୁଣି ପାକିସ୍ତାନର ଅଭଦ୍ରାମୀ ସାମ୍ନାକୁ ଆସିଲା । ଏଥର ଭାରତ ବିରୋଧରେ ବିଷୋଦଗାର କରି ନୁହେଁ ବରଂ ନିଜ ନିଜ ଉପରକୁ କାଦୁଅ ଛାଟି ପଦାରେ ପକାଇଛି ନିଜର ଦୁର୍ଗୁଣ ।
ପାକିସ୍ତାନରେ ଏକ ରାଜନୈତିକ ଟକ ସୋ ଚାଲିଥାଏ ଟିଭିରେ । ସୋର ଲାଇଭ ଚାଲିଥାଏ । ହଠାତ ଦେଖିବାକୁ ମିଳିଲା…