Latest Odisha News

BREAKING NEWS

IND vs PAK-‘No Handshake’: ‘ପାକିସ୍ତାନ ଖେଳାଳୀଙ୍କ ସହ ହ୍ୟାଣ୍ଡସେକ୍ ନାହିଁ’, ବିବାଦ ଉପରେ ମୁହଁ ଖୋଲିଲା…

ନୂଆଦିଲ୍ଲୀ: ଭାରତ ଏସିଆ କପ୍ ୨୦୨୫ରେ ପାକିସ୍ତାନକୁ ପରାସ୍ତ କରି ମ୍ୟାଚ୍ ଶେଷରେ ପାକିସ୍ତାନୀ ଖେଳାଳୀଙ୍କ ସହ ହାତ ନ ମିଳାଇ ଚାଲିଯାଇଥିଲେ । ଏବେ ଏହାକୁ ନେଇ ଏକ ବିବାଦ ସୃଷ୍ଟି ହୋଇଛି। ପାକିସ୍ତାନ କ୍ରିକେଟ୍ ବୋର୍ଡ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବା ବେଳେ ମ୍ୟାଚ୍ ରେଫରିଙ୍କ…

Dehradun Cloudburst: ଡେରାଡୁନ୍‌ରେ ବାଦଲଫଟା ବର୍ଷା; ୨ରୁ ୩ ଲୋକ ନିଖୋଜ, ଏନଡିଆରଏଫ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟ…

ଡେରାଡୁନ୍‌: ଡେରାଡୁନ୍‌ରେ ପୁଣି ବାଦଲଫଟା ବର୍ଷା। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଡେରାଡୁନ-ହରିଦ୍ୱାର ଜାତୀୟ ରାଜପଥରେ ଥିବା ଏକ ପୋଲର ଏକ ଅଂଶ ଭୁଶୁଡ଼ି ପଡ଼ି ପାଣିରେ ବୁଡ଼ି ଯାଇଛି। ଏହି ଘଟଣା ଫନ୍…

India-US Trade Deal Talks: କ’ଣ ଭାରତର ଶୁଳ୍କ ହ୍ରାସ କରିବେ ଟ୍ରମ୍ପ?, ଦିଲ୍ଲୀରେ ଆମେରିକୀୟ ଦଳ, ଚାଲିବ ବାଣିଜ୍ୟ…

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଆଲୋଚନା ଆଜିଠାରୁ ଦିଲ୍ଲୀରେ ଆରମ୍ଭ ହେବ। ଗତ ମାସରେ ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ପ୍ରଥମ ଥର ପାଇଁ, ଦୁଇ ଦେଶ ମଧ୍ୟରେ ମୁହାଁମୁହିଁ ବାଣିଜ୍ୟ ଆଲୋଚନା ହେଉଛି, ଯାହା ପାଇଁ ସୋମବାର ରାତିରେ ଆମେରିକୀୟ…

ସୋସିଆଲ ମିଡିଆରେ ବିଚାରପତିଙ୍କ ବିରୁଦ୍ଧରେ ଅରୁଚିକର ମନ୍ତବ୍ୟ, ସସପେଣ୍ଡ ହେଲେ ଭଦ୍ରକ ଆଇନଜୀବୀ ହେମନ୍ତ ନାୟକ

ଭଦ୍ରକ: ଭଦ୍ରକର କାର୍ଯ୍ୟରତ ଆଇନଜୀବୀ ହେମନ୍ତ କୁମାର ନାୟକଙ୍କୁ ୨ ବର୍ଷ ପାଇଁ ଓକିଲାତି ପେଶାରୁ ବରଖାସ୍ତ କରିଛନ୍ତି ଓଡିଶା ଆଇନଜୀବୀ ପରିଷଦ କଟକ। ସେ ଭାରତ ବର୍ଷର କୌଣସି ବିଚାରଳୟରେ ଓକିଲାତି କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ହୋଇଛି। କଟକସ୍ଥିତ ଓଡିଶା ଆଇନଜୀବୀ ପରିଷଦ ଜିଟିର ଗତ ୧୫…

Hirakud dam: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍, ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଫଳରେ ବଢୁଛି ହୀରାକୁଦ ଜଳସ୍ତର। ପୁଣି ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ଆଉ ଦୁଇଟି ଗେଟ। ପୂର୍ବରୁ ୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଏବେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର…

All-Party Meeting: ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଶାସକ ଓ ବିରୋଧୀଙ୍କ ବୈଠକ

ଭୁବନେଶ୍ୱର: ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏଥିରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିଛି। ବିଧାନସଭା ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ସୁରମା ପାଢ଼ୀ ମଙ୍ଗଳବାର ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି। ରାଜ୍ୟରେ ଏବେ ସରକାରଙ୍କ ବିରୋଧରେ…

Weather Update: ଲଘୁଚାପ ପ୍ରଭାବ: ରାଜ୍ୟରେ ଆହୁରି ୩ ଦିନ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ରାଜ୍ୟରେ ମୌସୁମିଜନିତ ବର୍ଷା ଜାରି ରହିଛି। ତେଣୁ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି। ଆଜି…

PM Awas Mela:ଆବାସ ଦିବସ ପାଳିବେ ରାଜ୍ୟ ସରକାର, ପ୍ରତ୍ୟେକ ଜିଲ୍ଲାରେ ହେବ ପିଏମ ଆବାସ ମେଳା

ଭୁବନେଶ୍ୱର: ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର। ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା। ସବୁ ଜିଲ୍ଲପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଚିଠି। ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା।…

ସାବଧାନ! ରାସ୍ତାରେ ରିଲ୍ସ ବା ଭିଡିଓ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି? ତେବେ ହୋଇଯାଆନ୍ତୁ ସାବଧାନ। କାରଣ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା ଭିଡିଓ…

Sciatica Pain:ପିଠିର ତଳ ଭାଗରୁ ପାଦ ପର୍ଯ୍ୟନ୍ତ ଯନ୍ତ୍ରଣା ହେଉଛି କି? ମାଡିବସିଛି ଏହି ରୋଗ …

ଭୁବନେଶ୍ବର: ସାଇଟିକା ଏକ ଏପରି ଅବସ୍ଥା ଯେଉଁଥିରେ ପିଠିର ତଳ ଭାଗରୁ ଗୋଡ ପର୍ଯ୍ୟନ୍ତ ସ୍ନାୟୁରେ ଚାପ ଏବଂ ଯନ୍ତ୍ରଣା ହୋଇଥାଏ। ଏହି ଯନ୍ତ୍ରଣା ସାଇଟିକା ସ୍ନାୟୁ ପ୍ରଭାବିତ ହେବା ଯୋଗୁଁ ହୋଇଥାଏ। ସାଇଟିକା ଯନ୍ତ୍ରଣା କେବଳ ଶାରୀରିକ ପୀଡା ଦେଇନଥାଏ ବରଂ ଦୈନନ୍ଦିନ କାର୍ଯ୍ୟ କରିବାରେ ମଧ୍ୟ…