ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା: ଏଚଆରପିସିକୁ ତଦନ୍ତ ଭାର ହସ୍ତାନ୍ତର କଲେ ରାଉରକେଲା ଏସ୍ପି
ରାଉରକେଲା: ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର । ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ତଦନ୍ତ ଦାୟିତ୍ୱ ପୁଲିସ୍ ବିଭାଗର ମାନବଧିକାର ସୁରକ୍ଷା…