ବିବାହ ଲେହେଙ୍ଗାରେ କାରୁକାର୍ଯ୍ୟ କରି ଜେଜେମାଆଙ୍କୁ ମନେ ପକାଇଲେ ପରିଣୀତି
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ସାଂସଦ ରାଘବ ଚଢ଼ା ଏବେ ପତି-ପତ୍ନୀ ହୋଇଛନ୍ତି । ଜନ୍ମ ଜନ୍ମ ପାଇଁ ରାଘବଙ୍କ ଜୀବନସାଥୀ ପାଲଟିଛନ୍ତି ପରିଣୀତି । ରାଜସ୍ଥାନର ଉଦୟପୁରରେ ଥିବା ‘ଦି ଲୀଲା ପ୍ୟାଲେସ’ରେ ଗତ ୨୪ ତାରିଖରେ ଉଭୟଙ୍କ ବିବାହ ଧୂମ୍ଧାମ୍ରେ ଆୟୋଜିତ ହୋଇଯାଇଛି ।…