ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ନୂଆ ସାଲ ଓ ଅଙ୍କର ପ୍ରବେଶ
ପୁରୀ: ଆଜିଠାରୁ ରାଜତନ୍ତ୍ର ପରମ୍ପରା ଅନୁସାରେ ଆରମ୍ଭ ହୋଇଛି ନବବର୍ଷ । ରାଜନଅରରେ ଉତ୍ସବର ଦିନ। ରାଜତନ୍ତ୍ର ଲୋପ ପାଇଥିଲେ ବି ପାରମ୍ପରିକ ଭାବରେ ବଞ୍ଚି ରହିଛି ପ୍ରଥା ପରମ୍ପରା । ଭାଦ୍ରବ ଶୁଳ୍କ ଦ୍ଵାଦଶୀ ତିଥିରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତିଙ୍କ ଶ୍ରୀନଅରରେ ବି ବିଧି ପାଳନ ହୋଇଛି।…