ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ର ସ୍ମାରକୀ ବକୃତା
ଭୁବନେଶ୍ବର : କୃଷ୍ଣ ପ୍ରସାଦ ସ୍ମୃତି ପରିଷଦ, ଦର୍ଶନ ସ୍ନାତକୋତ୍ତର ବିଭାଗ ତଥା ଉତ୍କଲ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ବାଣୀବିହାର ପରିସରରେ ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ର ସ୍ମାରକୀ ବକୃତା ଅନୁଷ୍ଠିତ ହୋଇଯାଇଛି।
କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କ ସଭାପତିତ୍ବରେ…