ଥରିଲା ଇଣ୍ଡୋନେସିଆ, ସମୁଦ୍ର ଭିତରେ ସୃଷ୍ଟି ହେଲା ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୦ ରେକର୍ଡ
ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରହିଛି। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି । ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର…