ସିନ୍ଦୁର, ମଙ୍ଗଳସୁତ୍ର ପିନ୍ଧି ଶାଶୁ ଘରେ ପହଞ୍ଚିଲେ ପରିଣୀତି
ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ସାଂସଦ ରାଘବ ଚଢ଼ା । ରାଜସ୍ଥାନର ଉଦୟପୁରରେ ଥିବା ‘ଦି ଲୀଲା ପ୍ୟାଲେସ’ରେ ଗତ ୨୪ ତାରିଖରେ ଉଭୟଙ୍କ ବିବାହ ଧୂମ୍ଧାମ୍ରେ ଆୟୋଜିତ ହୋଇଯାଇଛି । ବିବାହ ପରେ ଉଭୟ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି । ମଥାରେ…