Latest Odisha News

BREAKING NEWS

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୪୪)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ - ତାଙ୍କ ପରିବାର ବିଷୟରେ କିଛି କହିଲୁନି... - ଯାହା ଶୁଣିଛି, ପଲ୍ଲୀର ଗୋଟେ ଛୋଟିଆ ଘରେ ତାଙ୍କ ପରିବାର ରହନ୍ତି । ଇଏ ଅଧ୍ୟାପକ ଅଛନ୍ତି । ଆଉ ଅଧିକା କିଛି ମୁଁ ଜାଣେନି । ଘରେ କାହାକୁ ପଚାରିବି…

ପତ୍ନୀଙ୍କ ସ୍ମୃତିରେ ହନୁମାନ ମନ୍ଦିର ନିର୍ମାଣ

ଶାହାଜହାନ ନିଜ ପତ୍ନୀ ମମତାଜଙ୍କ ସ୍ମୃତିରେ ନିର୍ମାଣ କରିଥିଲେ ତାଜମହଲ । ଏ କଥା ସମେସ୍ତ ଜାଣନ୍ତି । କେହି କେହି ନିଜ ପ୍ରିୟଜନଙ୍କ ସ୍ମୃତିରେ ମୃର୍ତ୍ତି, ସ୍ମାରକୀ ବା ପାର୍କ ତିଆରି କରିଥିବା ଦେଖିବାକୁ ମିଳେ । କିନ୍ତୁ ନିଜ ପତ୍ନୀଙ୍କ ସ୍ମୃତିରେ ଜଣେ ବ୍ୟକ୍ତି ହନୁମାନ ମନ୍ଦିର ନିର୍ମାଣ…

ମହିଳା ଟି୨୦ ବିଶ୍ୱକପ କ୍ରିକେଟ: ରୋଡ୍ରିଗ୍ୟୁଜଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ପାକିସ୍ତାନକୁ ହରାଇଲା ଭାରତ

କେପଟାଉନ: ମହିଳା ଟି୨୦ ବିଶ୍ୱକପ କ୍ରିକେଟରେ ଜେମିମା ରୋଡ୍ରିଗ୍ୟୁଜଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ତାର ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୭ ୱିକେଟରେ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି । ବିଶ୍ୱକପର ୪ର୍ଥ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୪ ୱିକେଟ…

୨ ଦିନରେ ୨ଥର ଜାତୀୟ ରେକର୍ଡ ଭଙ୍ଗ କଲେ ଜ୍ୟୋତି ୟାରାଜୀ

ଭୁବନେଶ୍ୱର: କାଜକସ୍ତାନର ଅଷ୍ଟାନାରେ ଚାଲିଥିବା ଏସିଆନ ଇନଡୋର ଆଥଲେଟିକ୍ସ ଚାମ୍ପିୟନଶିପରେ ଭାରତୀୟ ଆଥଲେଟଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ଏଥିରେ ଜ୍ୟୋତି ୟାରାଜୀଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଛି । ସେ ୨ ଦିନରେ ୨ଥର ଜାତୀୟ ରେକର୍ଡ ଭଙ୍ଗ କରିଛନ୍ତି । ୬୦ ମିଟର ହର୍ଡଲ୍ସରେ ସେ…

ବେଙ୍ଗ ପୋଡା ଖାଇ ଶିଶୁକନ୍ୟା ମୃତ, ଜଣେ ଗୁରୁତର

କେନ୍ଦୁଝର:  କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଗୁରୁଡ଼ା ଗ୍ରାମରେ ବେଙ୍ଗ ତରକାରୀ ଖାଇ ଜଣେ ବାଳିକାର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ମୃତ ଶିଶୁକନ୍ୟାର ନାମ ସୁମିତ୍ରା ମୁଣ୍ଡା (୬) । ଗୁରୁବାର ରାତିରେ ଏକ ବେଙ୍ଗ…

କିଣନ୍ତୁ ଏଇ ଡିଭାଇସ, କରିବାକୁ ପଡିବନି ମୋବାଇଲ ରିଚାର୍ଜ

ନୂଆଦିଲ୍ଲୀ: ଜିଓ ହେଉ ବା ଏୟାରଟେଲ । ରିଚାର୍ଜ କରିବାବେଳେବେଳେ ବିରକ୍ତିକର ମନେ ହୋଇଥାଏ । କେତେବେଳେ ତୁମର ରିଚାର୍ଜ ତାରିଖ ଆସିଯାଇଥିବ କିନ୍ତୁ ତୁମେ ଜାଣି ନ ଥିବ । ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଆମେ ଆପଣଙ୍କୁ ଏକ ନୂଆ ଉପାୟ ବତାଇବୁ । ଏଥିପାଇଁ ଆପଣଙ୍କୁ କେବଳ ଗୋଟିଏ ଡିଭାଇସ…

୩ ବର୍ଷ ପରେ ଆଉ ଥରେ ବିବାହ କରିବେ ହାର୍ଦ୍ଦିକ-ନତାଶା

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଓ ନତାଶ ଷ୍ଟାନକୋଭିଚ ୩ ବର୍ଷ ହେବ ପତି-ପତ୍ନୀ ଭାବେ ଚଳୁଛନ୍ତି । ଉଭୟଙ୍କ କେମେଷ୍ଟ୍ରିକୁ ପ୍ରଶଂସକମାନେ ବେଶ ପସନ୍ଦ କରିଥାନ୍ତି । ଭାଲେଂଟାଇନ ଡେ ଅବସରରେ ରାଜସ୍ଥାନର ଉଦୟପୁରରେ ସେମାନେ ଗ୍ରାଣ୍ଡ ସେରୋମୋନୀ ରଖିଛନ୍ତି ବୋଲି ରିପୋର୍ଟ…

ଚୀନ ମହିଳା କିଣିଲେ ଜାପାନର ଦ୍ଵୀପ

ବେଜିଂ:ଚୀନ ମହିଳା କିଣିଲେ ଜାପାନୀ ଦ୍ଵୀପ। ଏମିତି ଦାବି କରିଛନ୍ତି ନିଜେ ଚୀନର ୩୪ ବଷୀୟ ମହିଳା । ମହିଳାଙ୍କର ଏପରି ଦାବି ସାମ୍ନାକୁ ଆସିବା ପରେ ଟୋକିଓ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜାପାନର ଏହି ଦ୍ଵୀପର ନାଁ ହେଉଛି ୟାନାହା । ଓକିନାବା ପ୍ରାନ୍ତର ଉତ୍ତରରେ ରହିଛି…

ମାତ୍ର ୮୦ ଟଙ୍କା ପାଇଁ କପିଲ ଶର୍ମାଙ୍କ ହୋଇଥିଲା ବ୍ରେକଅପ୍

ମୁମ୍ବାଇ: ବଲିଉଡ଼ର ହାସ୍ୟ ଅଭିନେତାଙ୍କ ମଧ୍ୟରୁ କପିଲ ଶର୍ମା ହେଉଛନ୍ତି ଅନ୍ୟତମ । ଭଲ ଗୀତ ଗାଇବା ସହ ଅଭିନୟ ମଧ୍ୟ କରି ପାରନ୍ତି କପିଲ । ୨୦୧୮ ମସିହାରେ ସେ ଗିନ୍ନି ଚାଟ୍ରାଥଙ୍କୁ ବିବାହ କରିଥିଲେ । କିନ୍ତୁ ଗିନ୍ନିଙ୍କୁ ବିବାହ କରିବା ପୂର୍ବରୁ କପିଲ ଟିଭି ପ୍ରଡ଼୍ୟୁସର ପ୍ରୀତି ସିମୋସଙ୍କୁ…

ଏଣିକି ସ୍ମାର୍ଟ ପାର୍କିଂ: ଅନ ଲାଇନରେ କରିବେ ବୁକିଂ, ହ୍ଵାଟ୍ସଅପରେ ଆସିବ ବିଲ

ଲକ୍ଷ୍ନୌ:ଅନ ଲାଇନରେ କରିବେ ଗାଡି ପାର୍କିଂ । ହ୍ଵାଟ୍ସଅପରେ ଆସିବ ବିଲ । ଘଣ୍ଟା ମିନିଟର ହିସାବ କରି ଗଣିବେ ଫି । ଏମିତି ଡିଜିଟାଲ ପାର୍କିଂ ଆରମ୍ଭ ହୋଇଛି ଉତ୍ତରପ୍ରଦେଶରେ । ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌ ସମେତ ସବୁ ପ୍ରମୁଖ ସହରରେ ଏବେ ସ୍ମାର୍ଟ ପାର୍କିଂ ସିଷ୍ଟମ କାର୍ଯ୍ୟକାରୀ…