ଫିରିଙ୍ଗିଆ: ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ରୁଜୁ ହେଲା ମାମଲା
ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର ନାୟକଙ୍କ ବିରୋଧରେ…