ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା
ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍, ଯୋଗଦେଇ ଥିଲେ ।
ଏହି କାର୍ଯ୍ୟକ୍ରମରେ ମଞ୍ଚରେ ହସ୍ତତନ୍ତ,…