ଇନ୍ଦୋରରେ ଆୟୋଜନ ହେବ ‘ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ୍ ୨୦୨୩’
ନୂଆଦିଲ୍ଲୀ: ଇଣ୍ଡିଆ ସ୍ମାର୍ଟ ସିଟିଜ୍ ପୁରସ୍କାର ପ୍ରତିଯୋଗିତା (ଆଇଏସଏସି) ୨୦୨୨ ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ରୀୟ ଆବାସ ଓ ସହରୀ ବ୍ୟାପାର ମନ୍ତ୍ରଣାଳୟ, ଭାରତ ସରକାର ୨୬-୨୭ ସେପ୍ଟେମ୍ବର ୨୦୨୩ ରେ ବ୍ରିଲିଆଣ୍ଟ କନଭେନ୍ସନ ସେଣ୍ଟର, ଇନ୍ଦୋର…