ଦୀର୍ଘଦିନର ଦାବି ପୂରଣ ହେଲା: ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ଭୁବନେଶ୍ୱର: ବରଗଡ଼ ଜିଲା ପାଇକମାଳ ଗ୍ରାମବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି । ଏଠାରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉନ୍ନୀତ କରାଯାଇଛି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଥିବାରୁ ଗ୍ରାମବାସୀମାନେ ଏହାକୁ ସ୍ୱାଗତ କରିଛନ୍ତି ।…