୫୦୦ କୋଟି ଟପିଲା ରଜନିକାନ୍ତଙ୍କ ‘ଜେଲର’
ମୁମ୍ବାଇ: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର’ ଗତ ୧୦ ତାରିଖରେ ରିଲିଜ୍ ହୋଇଥିଲା । ଫିଲ୍ମଟିକୁ ନେଇ ଚାରିଆଡେ ଚର୍ଚ୍ଚା ହେଉଥିବା ବେଳେ ବକ୍ସ ଅଫିସରେ ବି ହଇଚଇ ସୃଷ୍ଟି କରୁଛି । ତେବେ ଫିଲ୍ମର ସଫଳତାକୁ ନେଇ ରଜନୀକାନ୍ତ ବେଶ୍ ଖୁସି ଅଛନ୍ତି । ଏହି ଫିଲ୍ମ ସାରା ବିଶ୍ୱରେ…