ମନରେଗା ଯୋଜନାରେ ବଡ଼ ଦୁର୍ନୀତି: କାର, କୋଠା ଥାଇ ବିଜେଡି ନେତା ଉଠାଇଛନ୍ତି ଲାଭ
ଯାଜପୁର: ଦଶରଥପୁରର ସ୍ଥାନୀୟ ବିଜେଡି ନେତା ପ୍ରଦୀପ କୁମାର ମହାନ୍ତି ଯାଜପୁର ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।
ପ୍ରଦୀପ ମହାନ୍ତିଙ୍କର ନିଜସ୍ୱ ବିଳାସପୂର୍ଣ୍ଣ ଗାଡ଼ି ଓ ଦୁଇ ମହଲା…