ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍ରେ ରୁହ: ବିଜୟ ପଟ୍ଟନାୟକ
ଭୁବନେଶ୍ୱର: କ୍ରୀତଦାସ ହୁଅ ନହେଲେ ଜେଲ୍ରେ ରୁହ। ଶୁକ୍ରବାର ଗଞ୍ଜାମ ଜିଲ୍ଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ହୋଇଥିବା ହାଇଡ୍ରାମାକୁ ନେଇ ଏଭଳି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଗତକାଲି ଯାହା ହେଲା ତାହା…