Latest Odisha News

BREAKING NEWS

କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ, କହିଲେ ‘ନ୍ୟାୟ ନ ମିଳିଲେ ରାସ୍ତାକୁ ଓହ୍ଲାଇବି’

ଜଗତସିଂହପୁର: ଥାନା ପରେ କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ସୋମାଲିକା ଏତଲା ଦେଇଥିଲେ । ସୋମାଲିକାଙ୍କ ଏତଲା ଅନୁସାରେ ପୂର୍ବରୁ ପୋଲିସ ବୟାନ ରେକର୍ଡ କରିଥିବା ବେଳେ ଆଜି କୋର୍ଟରେ ବୟାନ ରେକର୍ଡ କରାଯାଇଛି । ଜଗତସିଂହପୁର…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର…

ଶ୍ରୀଦେବୀଙ୍କ ଜୀବନୀକୁ ନେଇ ପ୍ରକାଶ ପାଇବ ପୁସ୍ତକ ‘ଶ୍ରୀଦେବୀ-ଦି ଲାଇଫ ଅଫ ଲିଜେଣ୍ଡ’

ମୁମ୍ବାଇ: ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ଫ୍ୟାନ ଓ ଫଲୋଅର୍ସଙ୍କ ପାଇଁ ଖୁସି ଖବର । ଶ୍ରୀଦେବୀଙ୍କ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇବାକୁ ଯାଉଛି । ଯାହାର ନାଁ ରହିଛି ‘ଶ୍ରୀଦେବୀ-ଦି ଲାଇଫ ଅଫ ଲିଜେଣ୍ଡ’ । ୨୦୧୮ ମସିହାରେ ଶ୍ରୀଦେବୀଙ୍କ ମୃତ୍ୟୁ ଘଟିଥିଲା । ତାଙ୍କ ସ୍ମୃତିରେ…

ଗ୍ରୀନ୍ ମଟର ଫୁଙ୍କି ୪ ଥର ୱାଲ୍‌ର୍ଡ ରେକର୍ଡ଼

ଗ୍ରୀନ୍ ମଟରକୁ ଆମେ ବିଭିନ୍ନ ପ୍ରକାର ଖାଦ୍ୟରେ ବ୍ୟବହାର କରିଥାନ୍ତି । ଉଭୟ ଭେଜ ଓ ନନ୍‌ଭେଜ ଖାଦ୍ୟରେ ମଟର ବ୍ୟବହାର ଖାଦ୍ୟକୁ ଅଧିକ ସୁସ୍ୱାଦୁ କରିଥାଏ । କିନ୍ତୁ ଏହି ମଟରକୁ ପାଟିରେ ଫୁଙ୍କି ରେକର୍ଡ଼ କରିହେବ ଏ କଥା ଭାବିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗିବ । କିନ୍ତୁ ଥରେ କି ଦୁଇଥର ନୁହେଁ…

କଲେଜ ଜୀବନ କଥା ମନେ ପକାଇଲେ ରାଷ୍ଟ୍ରପତି, କହିଲେ ‘ସଫଳ ହେବାକୁ ନିଜ ଉପରେ ଆସ୍ଥା ଜରୁରୀ’

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଭିଭାଷଣ ସମୟରେ ରାଷ୍ଟ୍ରପତି ତାଙ୍କ ପୁରୁଣା ସ୍ମୃତି ମନେ ପକାଇ ଅନୁଷ୍ଠାନର ଛାତ୍ରୀ ହୋଇଥିବାରୁ ଗର୍ବିତ…

ପୁଣି ଅଭିନେତା ସୋନୁ ସୁଦ୍‌ଙ୍କ ମନ୍ଦିର ନିର୍ମାଣ

ମୁମ୍ବାଇ: ହିନ୍ଦି ସିନେମାରେ ମୁଖ୍ୟତଃ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ବଲିଉଡ଼ ଅଭିନେତା ସୋନୁ ସୁଦ୍ ନିଜର କାର୍ଯ୍ୟକଳାପ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । କୌଣସି ଲୋକ ଅସୁବିଧାରେ ଥିଲେ ତାଙ୍କ ପାଖରେ ପହଞ୍ôଚ ସହାୟତାର ହାତ ବଢାଇଥାନ୍ତି ସୋନୁ । ଏହି କାରଣରୁ ସୋନୁ ସୁଦ୍‌ଙ୍କ…

ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ମାସରୁ ଦୁବାଇକୁ ଉଡ଼ିବ ବିମାନ । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇ ପାରିବେ ଯାତ୍ରୀ । ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ…

ଭାରତରେ ବିବିସି କାମ ଉପରେ ପ୍ରତିବନ୍ଧକ ଲଗାଇବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟ୍ରି ସହ ଭାରତରେ ବିବିସିର କାମ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ହିନ୍ଦୁ ସେନାର ଆବେଦନକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ଆବେଦନ ଅଗ୍ରାହ୍ୟ କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଆବେଦନ ସମ୍ପୂର୍ଣ୍ଣ ଭାବେ ଭୁଲ୍ ଅଟେ ।…

ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି

ହରିଆଣା: ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି। ଏହି ଦମ୍ପତି ହେଉଛନ୍ତି ମନୀଷ ଖଟ୍ଟର ଏବଂ କମଲଜୀତ କୌର୍‌ । ନିଜ ନାବାଳିକା ଗୃହ ସହାୟିକାଙ୍କୁ ଶାରୀରିକ ଓ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରିଛି ପୋଲିସ୍ । ସେମାନଙ୍କ ଘରେ ଗତ ୫ ମାସ…

ବିମାନରେ ସହଯାତ୍ରୀଙ୍କୁ ଏମିତି ସାହାଯ୍ୟ ଅନିଲ କପୁର, ଭାବୁକ ହେଲେ ଯୁବତୀ

ନୂଆଦିଲ୍ଲୀ: ବେଳେବେଳେ ଛୋଟ ଛୋଟ ଘଟଣା ସୁନ୍ଦର ସ୍ମୃତି ହୋଇ ମନରେ ରହିଯାଏ । ଯେତେବେଳେ ଏହି ସ୍ମୃତି ମନେ ପଡେ ତାହାର ମହକ ମୁହୂର୍ତ୍ତକ ପାଇଁ ହେଉ ପଛେ ମନକୁ ମହକାଇ ଦିଏ । ସୋସିଆଲ ମିଡିଆରେ ଜଣେ ମହିଳା ଏମିତି ଏକ ଅନୁଭୂତି ସେୟାର କରିଛନ୍ତି । ସେ କହିଛନ୍ତି, ଛୋଟ ଛୋଟ କାମ…