ଶ୍ରୀମନ୍ଦିରରେ ରାଧାଷ୍ଟମୀ, ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ । ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ…