ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ୧୫ ମାସରେ ଦିଆଯାଇଛି ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି
ଭୁବନେଶ୍ୱର: ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ସୂଚନା। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି ଦିଆଯାଇଛି କହିଲେ ମୁଖ୍ୟମନ୍ତ୍ରୀ। ସରକାରୀ ପଦବୀରେ ୩୦ ହଜାର ଏବଂ ଘରୋଇ କ୍ଷେତ୍ରରେ ୭୭ ହଜାର ନିଯୁକ୍ତି ଦିଆଯାଇଛି।
ସୂଚନା ଥାଉକି, ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…