ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ବିଜେପି
ଭୁବନେଶ୍ୱର: ଓଡ଼ିଶାରେ ଆଇନ ଶୃଙ୍ଖଳା ବିଗିଡି ଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଏପରି କହିଛି ବିଜେପି। ଏହାପରେ ଗୁରୁବାର ରାଜରାସ୍ତାକୁ ଓହ୍ଲାଇଛି ଭାରତୀୟ ଜନତା ପାର୍ଟି। ଆଉ ହତ୍ୟା ଘଟଣା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିରୋଧୀ। ଭୁବନେଶ୍ୱରରେ ବିଜେପି…