ବିଜେପି ସାଂସଦଙ୍କ ଅଶାଳୀନ ମନ୍ତବ୍ୟ ପରେ ରାହୁଲ ଗାନ୍ଧୀଙ୍କୁ ଭେଟିଲେ ବିଏସପି ସାଂସଦ
ନୂଆଦିଲ୍ଲୀ: କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୁକ୍ରବାର ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଚିଠି ଲେଖି ବିଜେପି ସାଂସଦ ରମେଶ ବିଧୁରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ଯିଏକି ବିଏସପି ସାଂସଦ ଦାନିଶ ଅଲ୍ଲୀଙ୍କ ବିରୋଧରେ ଘୃଣ୍ୟ ମନ୍ତବ୍ୟ…