ପ୍ରକଳ୍ପ କାମ ଚାଲୁଥିବାବେଳେ ବିଦ୍ୟୁତ ଆଘାତରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
ଯାଜପୁର: ପ୍ରକଳ୍ପ କାମ କରୁଥିବାବେଳେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ । କାମ କରୁଥିବାବେଳେ ବିଦ୍ୟୁତ ଆଘାତ ଯୋଗୁ ଉଭଙ୍କର ମୃତ୍ୟୁ ଘଟିଛି । ମୃତ ଦୁଇ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ମାଲଦା ଥାନା ଅଞ୍ଚଳରେ ।
ପଶ୍ଚିମବଙ୍ଗ ରାଜ୍ୟ ମାଲଦାରୁ କିଛି ଶ୍ରମିକ ଆସି ଏଠାରେ ରହି ପ୍ରକଳ୍ପ…