ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍: ଆବାସ ଯୋଜନାରେ ଘର କରାଇଦେବାକୁ ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ
ଅନୁଗୁଳ : ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS । ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ GRS ଯଦୁମଣି ମାଝୀ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଘର କରେଇଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆବାସ…