ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା: ଅଭିଯୋଗ ଦାଖଲ କରିପାରିବେ ଆଶାୟୀ ପ୍ରାର୍ଥୀ
ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ହୋମ୍ଗାର୍ଡ ନିଯୁକ୍ତି ପ୍ରକ୍ରିୟାରେ ଗମ୍ଭୀର ଅନିୟମିତତାର ଅଭିଯୋଗ ମାମଲା । ନିଯୁକ୍ତି କମିଟି ଦେଲା ଅଭିଯୋଗ ଦାଖଲର ସୁଯୋଗ । କମିଟିର ନୋଟିସ ଅନୁଯାୟୀ, କିଛି ପ୍ରାର୍ଥୀଙ୍କ ଆଡମିଟ୍ କାର୍ଡରେ ଉଲ୍ଲେଖିତ ଦକ୍ଷତା ବା ଶୃଙ୍ଖଳା ଆବେଦନ ଫର୍ମରୁ ଭିନ୍ନ ଥିବା…