ପୁଣିଥରେ ଭାରତ ଗସ୍ତରେ ଆସିବାକୁ ଆମେରିକା ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ହୋଇଛି: ଏରିକ୍
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦ୍ୱିପାକ୍ଷିକ ବୈଠକରେ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ବୁଧବାର ଦିନ ଭାରତରେ ଆମେରିକାର ରାଷ୍ଟ୍ରଦୂତ…