ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କର ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ…