ଏସସି-ଏସଟି, ପଛୁଆବର୍ଗ ଓ ସଂଖ୍ୟାଲଘୁ ସମ୍ପ୍ରଦାୟର ନେତୃତ୍ୱ ବିକାଶ ରାଜ୍ୟ ପ୍ରଗତୀ ପାଇଁ ଏକାନ୍ତ ଆବଶ୍ୟକ: କଂଗ୍ରେସ
ଭୁବନେଶ୍ୱର: ରାଜ୍ୟର ଅନୁସୂଚିତ ଜାତି, ଜନଜାତି, ପଛୁଆବ ବର୍ଗ ଓ ସଂଖ୍ୟାଲଘୁ ସଂପ୍ରଦାୟଙ୍କ ଜନସଂଖ୍ୟା ଆନୁପାତିକ ଭାବରେ ସର୍ବାଧିକ ରହିଛି। ଯେପର୍ଯ୍ୟନ୍ତ ରାଜ୍ୟର ଏହି ବର୍ଗର ଜନସାଧାରଣଙ୍କ ମଧ୍ୟରେ ନେତୃତ୍ୱର ବିକାଶ ହୋଇନାହିଁ ସେ ପର୍ଯ୍ୟନ୍ତ ରାଜ୍ୟର ବିକାଶ ଅସମ୍ଭବ ବୋଲି କହିଛନ୍ତି…