ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ଆରାଧନା
ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଗଜାନନ । ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ସବୁଠି ଗଜାନନଙ୍କୁ ପୂଜାର୍ଚ୍ଚନା କରାଯାଉଛି । ସୁଉଚ୍ଚ ତୋରଣ ସାଙ୍ଗକୁ ବିଶାଳକାୟ ମେଢ ଏବଂ ରଙ୍ଗୀନ ଆଲୋକମାଳା ଆଖି ଝଲସାଇ ଦେଉଛି । ହୋମଯଜ୍ଞରେ…