Latest Odisha News

BREAKING NEWS

ଫ୍ରେଞ୍ଚ ରୋଲ୍‌ରେ ତିଆରି ପୋଷାକ ପରିଧାନ କଲେ ଉର୍ଫି

ମୁମ୍ବାଇ: ନିଜର ପୋଷାକ ପରିଧାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଅଭିନେତ୍ରୀ ଉର୍ଫି ଜାଭେଦ । ସେ କଦାପି କାହାକୁ ଭୟ କରନ୍ତି ନାହିଁ । ଯାହା କରିବାକୁ ସେ ଠିକ୍ ଭାବନ୍ତି, ତାହା ହିଁ କରିଥାନ୍ତି । ଏବେ ପୁଣି ସେମିତି ଅଜବ ପୋଷାକକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି । ନିକଟରେ ସେ…

ଭେଜିଟେବଲ ମ୍ୟାନ, ଯିଏ ୩୦ ବର୍ଷ ଧରି ବଜାରରୁ କିଣିନାହାନ୍ତି ପନିପରିବା

ଲକ୍ଷ୍ନୌ: ବାସ୍ତବରେ ତାଙ୍କ ଉଦ୍ୟମକୁ ଯେତେ ପ୍ରଶଂସା କଲେ ବି କମ୍ ହେବ । କାରଣ ନିଜ ଉଦ୍ୟମ ଯୋଗୁ ସେ ପରିଚିତି ପାଇବା ସହ ଅନ୍ୟମାନଙ୍କୁ ମଧ୍ୟ ଉତ୍ସାହିତ କରି ଆସୁଛନ୍ତି । ଏହା ହେଉଛି ଉତ୍ତରପ୍ରଦେଶ ଲକ୍ଷେ୍ନା÷ର ଭେଜିଟେବଲ ମ୍ୟାନ ଭାବେ ପରିଚିତ ବିନୋଦ କୁମାର ପାଣ୍ଡେଙ୍କ କାହାଣୀ ।…

କନିଆ ମୁହଁରେ କେକ୍ ବୋଳିବା ମହଙ୍ଗା ପଡ଼ିଲା: ବିବାହର ଦିନକ ପରେ ବରକୁ ମିଳିଲା ଛାଡ଼ପତ୍ର ନୋଟିସ

କୁହାଯାଏ, ବିବାହ ହେଉଛି ଜନ୍ମ ଜନ୍ମାନ୍ତରର ବନ୍ଧନ । ସାରାଜୀବନ ଦୁଃଖସୁଖରେ ସାଥୀ ହେବା ପାଇଁ ଶପଥ ନିଅନ୍ତି । କିନ୍ତୁ ବେଳେବେଳେ ଏହି ବନ୍ଧନ ଗୋଟିଏ ଦିନରେ ହିଁ ଭାଙ୍ଗିଯାଇଥାଏ । ଏବେ ସେମିତି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠି ବର ଖୁସିରେ କନ୍ୟାର ମୁହଁରେ କେକ୍ ଲଗାଇ ଦେବାରୁ ତାଙ୍କୁ…

ଅବିଭକ୍ତ କୋରାପୁଟ ଜିଲ୍ଲାରୁ ହଜି ଯାଇଛି ୧୨ ହଜାର ପ୍ରଜାତିର ଦେଶୀ ଧାନ ବିହନ

ରାୟଗଡ଼ା: ରାଜ ରାଜୁଡା ଶାସନ କାଳରେ ଦେଶୀ ଧାନ ବିହନର ବେସ ଚାହିଦା ରହିଥିଲା। ହେଲେ ଧୀରେ ଧୀରେ ରାଜ ରାଜୁଡା ଶାସନ ଲୋପ ପାଇବା ସାଙ୍ଗକୁ ଦେଶୀ ଧାନ ବିହନ ମଧ୍ୟ ବିଲୁପ୍ତ ହେଇଯାଇଛି। ସେତେବେଳର ଜୟପୁର ରାଜତନ୍ତ୍ର ଶାସନ ଅର୍ଥାତ୍ ବର୍ତ୍ତମାନର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ…

ବର୍ତ୍ତମାନର କରୋନା ସ୍ଥିତି ଓ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ: ବିଶ୍ୱସ୍ତରରେ କରୋନା ଭୂତାଣୁର କେତେକ ନୂଆ ପ୍ରତିରୂପ ଚିହ୍ନଟ ହେବାକୁ ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି । ବିଶ୍ୱସ୍ତରରେ ଏବଂ ଭାରତରେ ବର୍ତ୍ତମାନର କୋଭିଡ…

ପୋଲିସକୁ ଆକ୍ରମଣ ଅଭିଯୋଗ, ମା-ଝିଅ ଗିରଫ

ସୋର: ରବିବାର ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅନନ୍ତପୁର ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଜଣେ ଘୋଷିତ ଅପରାଧୀର ପରିବାର ପୁଲିସ ଟିମ୍ ଉପରେ ଆକ୍ରମଣ କରିଥିଲା। ଏହି ଘଟଣାରେ ପୁଲିସ ଆଜି ଅଭିଯୁକ୍ତର ସ୍ତ୍ରୀ ଓ ଝିଅକୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ମଞ୍ଜୁଲତା…

ବଢ଼ିଲା ଗୋପାଳପୁର ବିଧାୟକଙ୍କ ଅଡ଼ୁଆ, ଠକେଇ ମାମଲାରେ ଦାଖଲ ହେଲା ଚାର୍ଜଫ୍ରେମ୍

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିଲା। ଚାକିରି ଜାଲିଆତି ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ବିରୋଧରେ ଆଜି ସ୍ୱତନ୍ତ୍ର କୋର୍ଟରେ ଚାର୍ଜଫ୍ରେମ୍ ହୋଇଛି। ଏହି ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ ଏବଂ ଓଡ଼ିଶା କ୍ୟାଡରର…

ବୋହିଲାଣି ନିର୍ବାଚନୀ ହାଓ୍ୱା, ଯୁବ ଭୋଟରଙ୍କୁ ଆକୃଷ୍ଟ କରିବାକୁ ତିନି ଦଳ ଆରମ୍ଭ କଲେ ପ୍ରସ୍ତୁତି

ଭୁବନେଶ୍ୱର: ରାଜ୍ୟରେ ବୋହିଲାଣି ନିର୍ବାଚନୀ ହାଓ୍ୱା। ସାଧାରଣ ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି, ଓଡ଼ିଶାର ତିନି ପ୍ରମୁଖ ଦଳ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ଯୁବ ଭୋଟରଙ୍କୁ ନିଜ ଆଡକୁ ଟାଣିବା ପାଇଁ ସେତିକି ଜୋରଦାର ପ୍ରସ୍ତୁତି କରିବା ଆରମ୍ଭ କରିଛନ୍ତି।…

5-ଟିରେ ସାମିଲ ହେଲା ଖୋର୍ଦ୍ଧାର ୭୦ଟି ଯୁକ୍ତ ଦୁଇ ଓ ୩୮ଟି ଡିଗ୍ରୀ କଲେଜ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ୭୦ଟି ଯୁକ୍ତ ଦୁଇ ଓ ୩୮ଟି ଡିଗ୍ରୀ କଲେଜକୁ ଫାଇଭ-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ଅନୁମୋଦନ। ଏଥିପାଇଁ ୬୬.୭୫କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।…

ଶିଖରଙ୍କ ପାଇଁ ବନ୍ଦ ହୋଇଗଲା କି ଟିମ ଇଣ୍ଡିଆର ଦ୍ୱାର

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟରେ ଗବର ଭାବେ ପରିଚିତ ଶିଖର ଧାୱନଙ୍କୁ ଏଥର ଏସିଆ କପ ଟିମରେ ଚୟନ କରାଯାଇ ନାହିଁ । ସମୀକ୍ଷକଙ୍କ ମତରେ ଧାୱନଙ୍କ ପାଇଁ ଟିମ ଇଣ୍ଡିଆର ଦ୍ୱାର ଏକପ୍ରକାର ବନ୍ଦ ହୋଇଯାଇଛି । ନିକଟରେ ବାଂଲାଦେଶ ବିପକ୍ଷ ସିରିଜରେ ସେ ଭଲ ପ୍ରଦର୍ଶନ କରି ନ ପାରିବା ତାଙ୍କ ପାଇଁ…