Weather Update: କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କତା ଜାରି
ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍ ଲାଗିଛି। କମିବ ଦିନ ତାପମାତ୍ରା, ତାତିରୁ ମିଳିବ ଆଶ୍ଵସ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ୧୭ ତାରିଖ…