Latest Odisha News

BREAKING NEWS

ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କଲେ ପୂଜାପଣ୍ଡା, ଭକ୍ତ ନିରାଶ 

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରରେ ଭଗବାନ ଲିଙ୍ଗରାଜଙ୍କ 'କନ୍ୟା ସଂକ୍ରାନ୍ତି' ଅବସରରେ ପୂଜାବିଧି ବାଧାପ୍ରାପ୍ତ ହୋଇଛି। ଦିନସାରା ମନ୍ଦିରର ନୀତିକାନ୍ତି ସୁରୁଖୁରୁରେ ଚାଲିଥିବା ବେଳେ, ଦୁଇ ଗୋଷ୍ଠୀର ସେବାୟତଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ଯୋଗୁଁ ଦିନର ଶେଷ …

ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହେଉଛି ଲଘୁଚାପ! ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର: ଥାଇଲ୍ୟାଣ୍ଡରୁ ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଛି ଏକ ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ। ଯାହା ଫଳରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆକଳନ କରିଛି ଯେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। IMD ଅନୁଯାୟୀ, ଉତ୍ତର ଥାଇଲ୍ୟାଣ୍ଡ ଉପରେ ଥିବା ଏକ ଉପରିଭାଗର ଘୂର୍ଣ୍ଣିବଳୟ…

F-16 ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ ସୁରକ୍ଷିତ

ୱାଶିଂଟନ: ଏକ ଆମେରିକୀୟ F-16 ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ଦିନ ମିଚିଗାନର ଗ୍ରାମାଞ୍ଚଳରେ F-16 ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯଦିଓ ପାଇଲଟ୍ ସୁରକ୍ଷିତ ଭାବରେ ବାହାରକୁ ବାହାରିବାରେ ସଫଳ ହୋଇଥିଲେ କିନ୍ତୁ ବିମାନର ଭଗ୍ନାବଶେଷ ବାୟୁରେ ଧୂଆଁର ଦେଖାଦେଇଥିଲା। ବାୟୁ…

ବେଜ୍ଜିତ ପରେ ପାକିସ୍ତାନର ୟୁ-ଟର୍ଣ୍ଣ : ସାଉଦିକୁ ସୁରକ୍ଷା ଯୋଗାଇବ ପାକିସ୍ତାନ

ଲାହୋର: ହୁତି ଆକ୍ରମଣରେ ସାଉଦି ଆରବକୁ ଯେକୌଣସି ସ୍ତରରେ ସୁରକ୍ଷା ଯୋଗାଇବାକୁ ପାକିସ୍ତାନ ସେନାର ପ୍ରତିଶ୍ରୁତି। ସାଉଦି ଆରବ ଉପରେ ହୋଇଥିବା କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ସାଉଦି ଆରବର ସାର୍ବଭୌମତ୍ୱ, ସୁରକ୍ଷା ଓ…

ଓଡ଼ିଶା ଆଇପିଏସ୍ ଅଧିକାରୀ ଅମିତେନ୍ଦ୍ର ନାଥ ସିହ୍ନା ହେଲେ ବିଏସଏଫ ଆଇଜି

ନୂଆଦିଲ୍ଲୀ: ୨୦୦୨ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ତଥା ବର୍ତ୍ତମାନ ସିଆରପିଏଫର ଆଇଜି ଭାବେ କାର୍ଯ୍ୟରତ ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ 'ଲାଟେରାଲ୍ ସିଫ୍ଟ' ଆଧାରରେ ସୀମା ସୁରକ୍ଷା ବଳ (ବିଏସଏଫ୍)ରେ ଇନ୍‌ସ୍ପେକ୍ଟର ଜେନେରାଲ୍ (ଆଇଜି) ଭାବେ ନିଯୁକ୍ତ କରାଯାଇଛି। ଏନେଇ କେନ୍ଦ୍ର ଗୃହ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନର ଆକ୍ରମଣ

ନୂଆଦିଲ୍ଲୀ: ହର୍ମୁଜ୍ ପ୍ରଣାଳୀରେ ଟୋଗୋଲିଜ୍ ପତାକାଧାରୀ ଏକ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି ଇରାନର ରିଭୋଲ୍ୟୁସନାରୀ ଗାର୍ଡ। ଯାହା ଫଳରେ ଏହି ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ଫେବୃଆରୀ ଶେଷ ଭାଗରେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିବା ପରଠାରୁ ତେହେରାନ…

କାହିଁକି TMC ନାମ ଓ ଚିହ୍ନ ଫ୍ରିଜ୍ କଲେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ: ମମତା ବାନାର୍ଜୀ ଏବଂ ଋତବ୍ରତ ଗୋଷ୍ଠୀ ମଧ୍ୟରେ ଟିଏମସି ଚିହ୍ନକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ନିର୍ବାଚନ କମିଶନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନ କମିଶନ ଦଳର ନାମ ଏବଂ ନିର୍ବାଚନ ଚିହ୍ନକୁ ଫ୍ରିଜ୍ କରିଦେଇଛନ୍ତି। ଯାହା ଫଳରେ ଉଭୟ ଗୋଷ୍ଠୀ…

ପିଏମ ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର; ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ…ୱାର୍ଲ୍ଡ ବୁକ୍‌ ଅଫ୍…

ଭୂବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ । ଏହି ଅବସରରେ ସାଢେ ଚାରି କୋଟି ଓଡିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜେପି ଯୁବ ମୋର୍ଚ୍ଚା ତରଫରୁ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା ରକ୍ତଦାନ…

ଅଭିଷେକଙ୍କ ରେକର୍ଡ: ୧୨୭ ରନ୍‌ରେ ଆଫଗାନିସ୍ତାନକୁ ହରାଇ ଭାରତର କ୍ଲିନ୍ ସ୍ୱିପ୍

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ  ଟି୨୦ ମ୍ୟାଚ୍‌ରେ ଭାରତ ୧୨୭ ରନ୍‌ର ବିଶାଳ ବ୍ୟବଧାନରେ ଆଫଗାନିସ୍ତାନକୁ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍‌କୁ ୩-୦ ରେ କ୍ଲିନ୍ ସ୍ୱିପ୍  କରି ନିଜ ନାମରେ କରିଛି । ୨୨୨…

PM ମୋଦୀଙ୍କ ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’

ଭୂବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ପୁରୀ ଯାଇ ଶ୍ରୀମନ୍ଦିର ସମ୍ମୁଖରେ ଆଶୀର୍ବାଦର ଦୀପ ଜଳାଇଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ସାଂସଦ ଡା.ସମ୍ବିତ ପାତ୍ର, ରାଜ୍ୟ ସଂପାଦକ ସରୋଜ କର, ଜିଲ୍ଲା ସଭାପତି ଡା.ଦେବେନ୍ଦ୍ରନାଥ ତରାଇଙ୍କ…