‘କୌଣସି ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ’
ଭୁବନେଶ୍ବର:ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡିଜି ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ ସୂଚନା । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି ।
ଲଘୁଚାପ…