ସେବାୟତ କାଳିଆ ପଢ଼ିଆରୀ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ଜଗନ ଖଟେଇ ଗିରଫ
ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା। ବହୁ ଚର୍ଚ୍ଚିତ ସେବାୟତ କାଳିଆ ପଢ଼ିଆରୀ ହତ୍ୟା କାଣ୍ଡ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଜଗନ ଖଟେଇ ଗିରଫ। ଜଗନ ପାଖରୁ ଦୁଇଟି ବନ୍ଧୁକ, ଗୋଟେ ଜୀବନ୍ତ ଗୁଳି ସହ ମୋବାଇଲ ଜବତ କରିଛି ପୋଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ପୁରୀ ପୋଲିସ ସୂଚନା ଦେଇଛି।…