Latest Odisha News

BREAKING NEWS

କାୟା ବିସ୍ତାରୁଛି ଧଳାଜହର

ପୁରୀ : କାୟା ବିସ୍ତାରୁଛି ଧଳାଜହର ବ୍ୟବସାୟ । ବ୍ରାଉନସୁଗାର କବଜାରେ ଶ୍ରୀକ୍ଷେତ୍ର ।ପୋଲିସ ହାତରେ ଧରାପଡୁଛି ଗୋଟିଏ ପରେ ଗୋଟିଏ ଗ୍ୟାଙ୍ଗ । ହେଲେ ଅପରାଧର ମୂଳଚେର ପାଖରେ ପହଞ୍ଚିପାରୁନି ପୋଲିସ । ପୁରୀରୁ ଜବତ ହେଲା ୨୫ ଲକ୍ଷ ଟଙ୍କାର ଧଳା ଜହର। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି…

କୋରାପୁଟ ଗସ୍ତରେ ୫ଟି ସଚିବ ଭି.କେ ପଣ୍ଡିଆନ୍

କୋରାପୁଟ: କୋରାପୁଟ ଜିଲା ଗସ୍ତରେ ୫ଟି ସଚିବ ଭି.କେ ପଣ୍ଡିଆନ୍। ଗତ କାଲି ବୈପାରିଗୁଡା ବ୍ଲକର ପ୍ରସିଦ୍ଧ ଶୈବ ପୀଠ ପରିଦର୍ଶନ କରିବା ପରେ ଆଜି ବୋରିଗୁମ୍ମା ବ୍ଲକ ଗସ୍ତ କରଛନ୍ତି। ଦକ୍ଷିଣ ଓଡ଼ିଶାର ସବୁଠାରୁ ପୁରାତନ  ନାରାୟଣପାଟଣା ଜଗନ୍ନାଥ ମନ୍ଦିର ଆସି ସେଠାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ…

କ୍ଲାର୍କ, ଦ୍ରାବିଡଙ୍କ ରନକୁ ଅତିକ୍ରମ କରିବା ପାଇଁ ପୂଜାରାଙ୍କ ନିକଟରେ ସୁଯୋଗ

ନୂଆଦିଲ୍ଲୀ: ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ଟିମ ମଧ୍ୟରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଫାଇନାଲରେ ପ୍ରବେଶ ପାଇଁ ବର୍ଡର-ଗାଭାସ୍କର ସିିରିଜ ହାତେଇବା ଭାରତ ପାଇଁ ଜରୁରୀ ହୋଇ ପଡିଛି । ଅଷ୍ଟ୍ରେଲିଆ ବିପକ୍ଷରେ ବିରାଟ କୋହଲି ଓ ଚେତେଶ୍ୱର ପୂଜାରାଙ୍କ…

ଜୟ ନାରାୟଣଙ୍କ ପ୍ରଶ୍ନ: ଗୁରୁତର ମନ୍ତ୍ରୀଙ୍କୁ ଏୟାର ଲିଫ୍ଟିଂ ବେଳେ ଅକ୍ସିଜେନ, ରକ୍ତ ଦିଆ ଯାଇଥିଲା କି ?

ଭୁବନେଶ୍ୱର: ନବ ଦାସ ହତ୍ୟା ଘଟଣାରେ ପୁଣି ସରକାର ଏବଂ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ଜଣେ କ୍ୟାବିନେଟ ପାହ୍ୟାର ମନ୍ତ୍ରୀଙ୍କୁ ଗୃହ ବିଭାଗର ଜଣେ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିବା କିଛି ଛୋଟ କଥା ନୁହେଁ ବୋଲି କହିଛନ୍ତି ବିରୋଧୀ ଦଳ…

ହ୍ୱିଲ ଚେୟାରରେ ବସି ସୁଟିଂ କରୁଛନ୍ତି ଅଭିନେତ୍ରୀ ସୁସ୍ମିତା

ନୂଆଦିଲ୍ଲୀ: ବର୍ଷିୟାନ ଅଭିନେତ୍ରୀ ସୁସ୍ମିତା ମୁଖାର୍ଜୀ ନିଜର ନିଖୁଣ ଅଭିନୟ ପାଇଁ ଘରେ ଘରେ ବେଶ୍ ପରିଚିତ । ମାଆ ଭୁମିକାଠାରୁ ଆରମ୍ଭ କରି ବିଭିନ୍ନ ଭୂମିକାକୁ ଚମାତ୍କାର ଭାବେ ଫୁଟାଇ ପାରିଥିବା ସୁସ୍ମିତା କିନ୍ତୁ ଭ୍ୟାମ୍ଫ ବା ନକରାତ୍ମକ ଚରିତ୍ରରେ ଚମାତ୍କାର ଅଭିନୟ କରିଥାନ୍ତି । ଏବେ…

ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ପରିବର୍ତନ

ନୂଆଦିଲ୍ଲୀ: ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାରେ ସେନା ପକ୍ଷରୁ ବ୍ୟାପକ ପରିବର୍ତନ କରାଯାଇଛି । ନୂତନ ନିୟମ ଅନୁସାରେ ଇଚ୍ଛୁକ ପ୍ରାର୍ଥୀମାନେ ଅନଲାଇନରେ ଏକ ସାଧାରଣ ପ୍ରବେଶିକା ପରୀକ୍ଷା ଦେବେ । ଏହା ପରେ ନିଯୁକ୍ତି ରାଲୀରେ ଫିଜିକାଲ ଫିଟନେସ ଦେଖାଯିବ । ପୂର୍ବରୁ ପ୍ରଥମେ ଅଗ୍ନିବୀର…

ଜଙ୍ଗଲରେ ନିଆଁ । ହୁତୁହୁତୁ ହୋଇ ଜଳୁଛି ଶହ ଶହ ଏକର ଜଙ୍ଗଲ

ଢେଙ୍କାନାଳ: ଜଙ୍ଗଲରେ ନିଆଁ । ହୁତୁହୁତୁ ହୋଇ ଜଳୁଛି ଶହ ଶହ ଏକର ଜଙ୍ଗଲ। ଖରାଦିନ ନହେଉଣୁ ଜଙ୍ଗଲରେ ଏବେଠୁ ଲାଗିଲାଣି ନିଆଁ । ଗୋଟିଏ ସ୍ଥାନରେ ନିଆଁ ଲାଗି ତାହା ଧୀରେ ଧୀରେ ସମଗ୍ର ଜଙ୍ଗଲରେ ବ୍ୟାପିବାରେ ଲାଗିଲାଣି । ଏମିତି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଶ୍ଚିମାଞ୍ଚଳ…

ଦୁନିଆର ସବୁଠୁ ବୟସ୍କ କୁକୁର, ବୟସ ୩୦ ବର୍ଷ ୨୬୬ ଦିନ

ଲିସବନ(ପର୍ତ୍ତୁଗାଲ):  ଯଦି ଆପଣକୁ ପଚରାଯାଏ ଦୁନିଆର ସବୁଠୁ ବୟସ୍କ କୁକୁର ଦେଖିଛନ୍ତି କି, ଏହାର ଉତ୍ତର ବୋଧହୁଏ ଆପଣ ଦେଇ ପାରିବେ ନାହିଁ । ତାହାଲେ ଆସନ୍ତୁ ଜାଣିବା ସର୍ବପୁରାତନ କୁକୁର ବିଷୟରେ । ସବୁଠୁ ବୟସ୍କ କୁକୁରର ନାଁ ହେଉଛି ବୋବି । ବୟସ ପାଇଁ ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ…

ବିଚିତ୍ର ଗାଁ, ବିବାହ ପରେ ଝିଅ ଯାଏନା ଶାଶୂ ଘର

ଲକ୍ଷ୍ନୌ: ସାଧାରଣତଃ ଝିଅମାନେ ବିବାହ ପରେ ନିଜ ଶାଶୂ ଘରକୁ ଯାଆନ୍ତି । ବାକି ଜୀବନ ସେଠାରେ ବିତାଇଥା’ନ୍ତି । କିନ୍ତୁ ଆମ ଦେଶରେ ଏମିତି ଏକ ଜାଗା ଅଛି ଯେଉଁଠାରେ ବିବାହ ପରେ ଝିଅମାନେ ନିଜ ଶାଶୂ ଘରକୁ ଯାଆନ୍ତି ନାହିଁ ବରଂ ଜ୍ୱାଇଁ ଝିଅ ଘରେ ରହିଥାନ୍ତି । ଉତ୍ତରପ୍ରଦେଶର କୌଶଂମ୍ବୀ…

୨୧ ମାସ ବାସନ୍ଦ ହେଲେ ଜିମ୍ନାଷ୍ଟ ଦୀପା କର୍ମାକାର

ନୂଆଦିଲ୍ଲୀ: ଭାରତର ଷ୍ଟାର ଜିମ୍ନାଷ୍ଟ ଦୀପିକା କର୍ମାକାର ଡୋପ ଟେଷ୍ଟରେ ଦୋଷୀ ସାବ୍ୟସ୍ତ ହୋଇଛି । ଆନ୍ତର୍ଜାତୀୟ ଟେଷ୍ଟିଂ ଏଜେନ୍ସି ତାଙ୍କୁ ୨୧ ମାସ ପାଇଁ ସସପେଣ୍ଡ କରିଛି । ୧୦ ଜୁଲାଇ ୨୦୨୩ରୁ ଏହି ଦଣ୍ଡାଦେଶ ଲାଗୁ କରାଯିବ । ୱାଡା ଦ୍ୱାରା ପ୍ରତିବନ୍ଧିତ ଡ୍ରଗ୍ସ ହାଇଜେନାମାଇନ ତାଙ୍କ…