ପରଲୋକରେ ଗୀତା ମେହେଟ୍ଟା: ଶେଷ ଦର୍ଶନ ପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି । ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ୧୯୪୩ ମସିହାରେ ନୂଆଦିଲ୍ଲୀରେ ସେ ଜନ୍ମଗ୍ରହଣ କରିଥିଲେ । ସେ ହେଉଛନ୍ତି…